Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଗତସିଂହପୁର ଜିଲ୍ଲା ବିଜେଡିର ସହ ପର୍ଯ୍ୟବେକ୍ଷକ ଓ ବିଧାନସଭା କ୍ଷେତ୍ରରେ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ

by ସଞ୍ଜୟ ସ୍ୱାଇଁ
January 10, 2024
in Politics, State
ଦୁଇ ବିଜେଡି ନେତା ଦଳରୁ ବହିଷ୍କୃତ
100
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବିଜୁ ଜନତା ଦଳ ଜଗତସିଂହପୁର ଜିଲ୍ଲା ପାଇଁ ସହ ପର୍ଯ୍ୟବେକ୍ଷକ ଓ ନିର୍ବାଚନ ମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରିଛି। ଗିରୀଶ ଚନ୍ଦ୍ର ଦାସଙ୍କୁ ଜିଲ୍ଲା ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଥିବା ବେଳ ମୀନକେତନ ଅମାତଙ୍କୁ ବାଲିକୁଦା, ମନୋଜ ନାୟକଙ୍କୁ ଜଗତସିଂହପୁର ଦାୟିତ୍ୱ ଦେଇଛି ବିଜେଡି। ସେହପରି ସୋଲାର ମିଶ୍ର ତିର୍ତ୍ତୋଲ ଓ ସନ୍ତୋଷ ବେଜଙ୍କୁ ପାରାଦୀପ ପର୍ଯ୍ୟବେକ୍ଷକ ଦିଆଯାଇଛି। ଏ ନେଇ ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!