Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୮ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

by ସଞ୍ଜୟ ସ୍ୱାଇଁ
January 10, 2024
in Crime, State
୨୮ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ
50
VIEWS
Share on FacebookShare on Twitter

ଜଳେଶ୍ୱର, (ବାଘୁଆବାର୍ତ୍ତା): ଜଳେଶ୍ୱର ପୋଲିସ ଦ୍ୱାରା ଜଳେଶ୍ୱର ଥାନା ଆମ୍ବଳିଅଠା ଅଞ୍ଚଳରୁ ୨୮୩ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ୨ ଜଣ ବ୍ରାଉନସୁଗାର ବେପାରୀ ଗିରଫ ହୋଇଛନ୍ତି । ଗିରଫ ଯୁବକ ଦୁଇ ଜଣ ହେଲେ ନୂଆବଜାର ଓ ଶେଖବାଡ଼ ଅଂଚଳର । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ବାଲେଶ୍ୱର SP ସାଗରିକା ନାଥ । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୮ ଲକ୍ଷ ୩୦ ହଜାର ଟଙ୍କା ହେବ । ସୂଚନାଯୋଗ୍ୟ ଯେ, ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ଥାନା ଅଂଚଳରେ ଦୀର୍ଘ ଦିନ ହେବ ବ୍ରାଉନସୁଗାର କାରବାର ପୋଲିସର ମୁଣ୍ଡବ୍ୟଥାର କାରଣ ସାଜିଛି । ଗତକାଲି ପୋଲିସ ୫୭ନଂ ରାଜ୍ୟ ରାଜପଥ ଆମ୍ବଳିଅଠା ଅଂଚଳରେ ଜଣେ ବ୍ରାଉନସୁଗାର ମାଫିଆ ସହିତ ଶେଖବାଡ଼ ଅଞ୍ଚଳରୁ ଅନ୍ୟ ଏକ ବ୍ରାଉନସୁଗାର ମାଫିଆକୁ ଗିରଫ କରିବା ସହ ତାଙ୍କଠାରୁ ୨୮୩ ଗ୍ରାମ ବ୍ରାଉନସୁଗାର, ଗୋଟିଏ ବାଇକ୍ ଓ ୩ଟି ମୋବାଇଲ ଜବତ କରିଛି ପୋଲିସ। ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ବାଲେଶ୍ୱର SP ସାଗରିକା ନାଥ । ପୋଲିସ ବ୍ରାଉନସୁଗାର ମାଫିଆକୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!