Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଣି ପଞ୍ଚାୟତ ପରିକ୍ରମା ରଥକୁ ଶୁଭାରମ୍ଭ କଲେ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
January 16, 2024
in Feature News, Nayagarh, State
ପାଣି ପଞ୍ଚାୟତ ପରିକ୍ରମା ରଥକୁ ଶୁଭାରମ୍ଭ କଲେ ଜିଲ୍ଲାପାଳ
104
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପାଣି ପଞ୍ଚାୟତ ପରିକ୍ରମା ରଥକୁ ଶୁଭାରମ୍ଭ କଲେ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ । ଉକ୍ତ ରଥ ଜିଲ୍ଲାରେ ଥିବା ୨୫ଟି ପାଣି ପଞ୍ଚାୟତ ଗ୍ରାମ ଗୁଡିକ ପରିକ୍ରମା କରିବ । ପ୍ରତି ପଞ୍ଚାୟତରେ ପହଞ୍ଚି ଜନସାଧାରଣଙ୍କୁ ଜଳ ସଂରକ୍ଷଣ ଉପରେ ସଚେତନତାର ବାର୍ତା ଦେବ । ଆଜିର ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁଚାରୁ କୁମାର ବଳ, ଜଳ ସେଚନ ବିଭାଜନ ନିବନ୍ଧକ ଯନ୍ତ୍ରୀ ପ୍ରିତମ ଚେତନ ପଥାଳ, ସହକାରୀ ଯନ୍ତ୍ରୀ ପ୍ରାଣବନ୍ଧୁ ବେହେରା, ସହକାରୀ ନିର୍ବାହୀ ଯନ୍ତ୍ରୀ ଦଶପଲ୍ଲା ସୁମିତ କୁମାର ଜେନା ଓ ଏଷ୍ଟିମେଟର ପାକିଜା ହୁସେନ ପ୍ରମୁଖ ଉପସ୍ଥିତ ରହିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!