Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚଢ଼ାଉ ପାଇଁ ଯାଇଥିଲେ ଅଫିସର, ଆକ୍ରମଣ କଲେ ଖଣି ମାଫିଆ

by ସଞ୍ଜୟ ସ୍ୱାଇଁ
January 16, 2024
in Crime, State
ଚଢ଼ାଉ ପାଇଁ ଯାଇଥିଲେ ଅଫିସର, ଆକ୍ରମଣ କଲେ ଖଣି ମାଫିଆ
198
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ବେଆଇନ ପଥର କଟାକୁ ବିରୋଧ କରିବାରୁ ମାଇନିଙ୍ଗ ଅଫିସରଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ମାଇନିଙ୍ଗ ଅଫିସର ଜଗନ୍ ବେହେରାଙ୍କୁ ଖଣି ମାଫିଆମାନେ ମାଡ଼ ମାରି ଲହୁଲୁହାଣ କରିଥିବା ଅଭିଯୋଗ ହୋଇଛି। ତାଙ୍କୁ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ ଭର୍ତ୍ତି କରାଯାଇଛି। ତାଙ୍କ ଛାତି ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଖୋର୍ଦ୍ଧା ଟାଉନ ଥାନା ଗୁଡୁମ ପଥର ଖଣିରେ ବେଆଇନ ପଥର କଟା ଚାଲିଥିବା ଜଗନ୍ କୌଣସି ସୂତ୍ରରୁ ଖବର ପାଇଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ଏହାସହ ଜଗନ୍ ନିଜେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଜଗନ୍‌ଙ୍କୁ ୭ରୁ ୮ ଜଣ ଖଣି ମାଫିଆ ଅତର୍କିତ ଭାବେ ଆକ୍ରମଣ କରିଥିଲେ। ହେଲେ ପୁଲିସ ଘଟଣାସ୍ଥଳରେ ପହଞ୍ଚିନଥିଲା। ଏନେଇ ଜଗନ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଖୋର୍ଦ୍ଧା ଟାଉନ ଥାନା ପୁଲିସ ଜଗନଙ୍କୁ ଉଦ୍ଧାର କରି ପ୍ରଥମେ ଖୋର୍ଦ୍ଧା ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଏହାପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!