Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲେଙ୍କୁଡ଼ିପଡ଼ାଠାରେ ଦୁର୍ଘଟଣା, ୪ ଗୁରୁତର

by ସଞ୍ଜୟ ସ୍ୱାଇଁ
January 18, 2024
in Accident, Breaking, Nayagarh
ଲେଙ୍କୁଡ଼ିପଡ଼ାଠାରେ ଦୁର୍ଘଟଣା, ୪ ଗୁରୁତର
1.6k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଲେଙ୍କୁଡ଼ିପଡ଼ା ନିକଟରେ ଦୁର୍ଘଟଣା ଘଟି ୪ ଜଣ ଗୁରୁତର ହୋଇଛନ୍ତି। ଭୁବନେଶ୍ବରରୁ ଏକ କାର ଯୋଗେ କିଛି ବ୍ୟକ୍ତି ଶରଣକୁଳ ଥାନା ଅର୍ନ୍ତଗତ ଗମ୍ଭାଡ଼ି ଗାଁକୁ ଯାଉଥିଲେ। ଦ୍ରୁତ ଗତିରେ ଯାଉଥିବା କାର କୁହୁଡି କାରଣରୁ ରାସ୍ତା କଡରେ ଠିଆ ହୋଇଥିବା କୁରାଳ ଗ୍ରାମର ଲିପା ସାମଲଙ୍କୁ ଧକ୍କା ଦେଇଥିଲା। ଭାରସାମ୍ୟ ହରାଇ ରାସ୍ତାର ଡାହାଣ ପଟେ ଠିଆ ହୋଇଥିବା ପୁଆଣିଆ ଗ୍ରାମର କଲେଜ ଛାତ୍ର ଦୁର୍ଗା ପ୍ରସାଦ ଘଡେ଼ଇଙ୍କୁ ଧକ୍କା ଦେଇ କାରଟି ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ଦୁର୍ଗାପ୍ରସାଦ ଗୁରୁତର ହୋଇ ଏମ୍ସ ସ୍ଥାନାନ୍ତରିତ ହୋଇଥିବା ବେଳେ ଲିପା ସାମଲ, କାରରେ ବସିଥିବା ମହିଳା ଆରତୀ ଖଟେଇ, କୁମାରୀ ଖଟେଇ, ଗୀତାଞ୍ଜଳି ଖଟେଇ ଆହତ ହୋଇଛନ୍ତି। ଗାଡି ଚାଳକ ଗମ୍ଭାଡି ଗ୍ରାମର ପୀତବାସ ଖଟେଇ ଥାନାରେ ଆତ୍ମ ସମର୍ପଣ କରିଥିବା ସୂଚନା ମିଳିଛି। ନୟାଗଡ଼ ଟାଉନ ଥାନା ପୁଲିସ ଘଟଣା ଛାନ୍ ଭିନ କରୁଛି।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!