Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଝିଅ ସ୍ୱରରେ କଥା ହୋଇ ଠକୁଥିଲେ ଯୁବକ, ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
January 19, 2024
in Crime, State
ଘରେ ପଶି ଭୁଜାଲିରେ ଆକ୍ରମଣ
83
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୋଲିସ୍‌ କବ୍‌ଜାରେ ଠକ । ମାଟ୍ରିମୋନି ସାଇଟ୍‌ରେ ଝିଅଙ୍କ ଫଟୋ ଦେଇ କରୁଥିଲେ ବଡ଼ ଧରଣର ଠକେଇ। ଟାର୍ଗେଟ୍‌ରେ ଥିଲେ ସମ୍ଭ୍ରାନ୍ତ ଘରର ପୁଅ। ଝିଅ ସ୍ଵରରେ କଥା ହୋଇ ଲୁଟୁଥିଲେ ଲକ୍ଷାଧିକ ଟଙ୍କା। ଏହି ସୁପର ଠକଙ୍କୁ ଧରିବାରେ ସଫଳ ହୋଇଛି ସାଇବର ଥାନା ପୋଲିସ। ଖବର ଅନୁଯାୟୀ, ମାଟ୍ରିମୋନି ସାଇଟ୍‌ରେ ଠକେଇ ଅଭିଯୋଗରେ ଜଣେ ଯୁବକଙ୍କୁ ସାଇବର ଥାନା ପୋଲିସ ଗିରଫ କରିଛି। ଯୁବକ ଜଣଙ୍କ ମାଟ୍ରିମୋନି ଓ୍ୱେବସାଇଟ୍‌ରେ ଝିଅ ଫଟୋ ଦେଇ ବିବାହ ପ୍ରସ୍ତାବ ଖୋଜୁଥିଲେ। ସମ୍ଭ୍ରାନ୍ତ ଘରର ପୁଅମାନଙ୍କୁ ମିଛ କହି ଫଶାଉଥିଲେ। ପୁଅ ପିଲାମାନଙ୍କୁ ଫୋନ୍ କରି ଝିଅଙ୍କ ସ୍ବରରେ କଥା ହେଉଥିଲେ। ଏହିଭଳି ଭାବେ ବିଭିନ୍ନ ଲୋକଙ୍କ ଠାରୁ ଲକ୍ଷାଧିକ ଟଙ୍କାର ଠକେଇ କରିଥିବା ଯୁବକକୁ ଗିରଫ କରିଛି ପୋଲିସ। ଯୁବକଙ୍କ ନିକଟରୁ ୧ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି। ଏନେଇ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!