Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଛରେ ଝୁଲୁଛି ସ୍ୱାମୀ, ତଳେ ପଡ଼ିଛି ସ୍ତ୍ରୀର ମୃତଦେହ

by ସଞ୍ଜୟ ସ୍ୱାଇଁ
January 22, 2024
in Crime, State
ଗଛରେ ଝୁଲୁଛି ସ୍ୱାମୀ, ତଳେ ପଡ଼ିଛି ସ୍ତ୍ରୀର ମୃତଦେହ
166
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା କୁଦପାଲିଗାଁରେ ଦମ୍ପତ୍ତିଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ସ୍ୱାମୀ କ୍ଷୀରୋଦ ବରିହା ଓ ତାରିଣୀ ବରିହା। ଆଜି ଗାଁ ମୁଣ୍ଡରେ ଥିବା ଏକ ନିମ୍ବ ଗଛରେ କ୍ଷୀରୋଦଙ୍କ ମୃତଦେହ ଝୁଲୁଥିବା ବେଳେ ତାରିଣୀଙ୍କ ମୃତଦେହ ତଳେ ପଡ଼ିଥିଲା। ଦମ୍ପତିଙ୍କ ମୃତଦେହ ନିକଟରେ ଏକ ବାଲଟି ପଡ଼ିଥିଲା। ଗ୍ରାମବାସୀ ଏହା ଦେଖି ପୁଲିସକୁ ଖବର ଦେଇଥିଲେ। ଦମ୍ପତି ଆତ୍ମହତ୍ୟା କରିଛନ୍ତି ନା ଉଭୟଙ୍କୁ ହତ୍ୟା ପରେ ଆତ୍ମହତ୍ୟାର ରୂପ ଦିଆଯାଇଛି ତାହା ଜଣାପଡ଼ି ନାହିଁ। ପୁଲିସ ଓ ସାଇଣ୍ଟିଫିକ ଟିମ ଘଟଣାର ତଦନ୍ତ କରୁଛି। କ୍ଷୀରୋଦ ନିଜ ସ୍ତ୍ରୀର ଚରିତ୍ର ଉପରେ ସନ୍ଦେହ କରୁଥିଲେ। ଏଥିପାଇଁ ଉଭୟଙ୍କ ମଧ୍ୟରେ ଝଗଡ଼ା ହେଉଥିଲା ବୋଲି ସୂଚନା ମିଳିଛି। ହେଲେ ଦମ୍ପତିଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଛି। ପୁଲିସ ଗ୍ରାମବାସୀଙ୍କୁ ପଚରାଉଚରା କରିବା ସହ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!