Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଣ୍ଟେନ୍‌ମେଣ୍ଟକୁ ଓଡ଼ଗାଁରେ ବିରୋଧ, ଘଟଣାସ୍ଥଳରେ ପୁଲିସ ପ୍ରଶାସନ

by Anil Panda
July 25, 2020
in Breaking, Nayagarh
କଣ୍ଟେନ୍‌ମେଣ୍ଟକୁ ଓଡ଼ଗାଁରେ ବିରୋଧ, ଘଟଣାସ୍ଥଳରେ ପୁଲିସ ପ୍ରଶାସନ
1.4k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ଆଜି ଓଡ଼ଗାଁ ବିଜ୍ଞାପିତ ଅଂଚଳ ପରିଷଦର ୩ଟି ୱାର୍ଡ଼ରେ କଣ୍ଟେନ୍‌ମେଣ୍ଟ ଲଗାଇଛନ୍ତି । ମାତ୍ର ଏହାକୁ କାର୍ଯ୍ୟକ୍ଷମ କରିବାକୁ ଏନ୍‌ଏସି ପ୍ରଶାସନ ବିରୋଧର ସମ୍ମୁଖୀନ ହୋଇଛନ୍ତି । ଲୋକେ କୈାଣସି କଟକଣାକୁ ମାନିବାକୁ ପ୍ରସ୍ତୁତ ନଥିବା ବେଳେ ନାକାବନ୍ଦୀ କରିବାକୁ ବିରୋଧ କରୁଛନ୍ତି । ଘଟଣାସ୍ଥଳରେ ନୟାଗଡ଼ ପୈାର ନିର୍ବାହୀ ଅଧିକାରୀ ତଥା ଓଡ଼ଗାଁ ଏନ୍‌ଏସି ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା, ଓଡ଼ଗାଁ ଥାନା ଅଧିକାରୀ ପହଂଚି ଲୋକଙ୍କୁ ବୁଝାଶୁଝା କରୁଥିବା ଜଣାଯାଇଛି । ଅନ୍ୟପକ୍ଷେ, ଏହି ୩ଟି ୱାର୍ଡ଼ର ୯ଟି ସ୍ଥାନରେ ନାକାବନ୍ଦୀ କରାଯିବ ବୋଲି ଜଣାଯାଇଛି । ପୂର୍ବରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେତେବେଳେ ସଂପୃକ୍ତ ଅଂଚଳରେ ବିଶୋଧନ କରାଯାଇନଥିଲା । ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ମଧ୍ୟ କରୋନା ପରୀକ୍ଷା କରାଯାଇନଥିବା ନେଇ ଲୋକେ ବିରୋଧ କରୁଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!