Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାରଣାସ୍ତ୍ର ଦେଖାଇ ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷକଙ୍କ ଘରୁ କଳାକନା ବୁଲାଇଲେ ଦୁର୍ବୃତ

by ସଞ୍ଜୟ ସ୍ୱାଇଁ
January 27, 2024
in Crime, State
ମାରଣାସ୍ତ୍ର ଦେଖାଇ ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷକଙ୍କ ଘରୁ କଳାକନା ବୁଲାଇଲେ ଦୁର୍ବୃତ
66
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷକ ଘରେ କଳାକନା ବୁଲାଇଦେଲେ ଲୁଟେରା। ମାରଣାସ୍ତ୍ର ଦେଖାଇ ନେଇଗଲେ ଟଙ୍କା ଓ ସୁନା। ଘଟଣା ଘଟିଛି ପୁରୀ ଜିଲ୍ଲା ଅସ୍ତରଙ୍ଗ ଆଳସାହିରେ। ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷକ ବିଷ୍ଣୁ ଚରଣ ମଲ୍ଲିକଙ୍କ ଘରେ ଗତକାଲି ବିଳମ୍ବିତ ରାତିରେ କିଛି ଲୁଟେରା ଗ୍ରୀଲ ତାଡ଼ି ଘରେ ପଶିଥିଲେ। ପରେ ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରି ଘରୁ ନଗଦ ଲକ୍ଷେ ଟଙ୍କା ଓ ସୁନାଅଳଙ୍କାର ନେଇ ଚମ୍ପଟ ମାରିଥିବା ଅଭିଯୋଗ ହୋଇଛି। ଏନେଇ ବିଷ୍ଣୁ ଚରଣ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ କରିବା ସହ ଲୁଟେରାଙ୍କୁ ଧରିବାକୁ ଛାନଭିନ୍ ଆରମ୍ଭ କରିଛି। ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷକ ବିଷ୍ଣୁ ଚରଣ ମଲ୍ଲିକ କହିଛନ୍ତି, ଲୁଟେରାଙ୍କ ଚେହେରା ଆମର ମନେ ରହିଛି। ପୁଲିସ ତୁରନ୍ତ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କଲେ ଲୁଟେରାମାନେ ଧରାପଡ଼ିବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!