Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଘୁଆ ନୟାଗଡ଼ : ଚିତ୍ରକଳା କହିବ ନୟାଗଡ଼ର କଥା

by Anil Panda
July 25, 2020
in Lifestyle, Nayagarh
ବାଘୁଆ ନୟାଗଡ଼ : ଚିତ୍ରକଳା କହିବ ନୟାଗଡ଼ର କଥା
609
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଆମ ନୟାଗଡ଼ ବାଘୁଆ ନୟାଗଡ଼ । ଏହି ବାଘୁଆ ନୟାଗଡ଼ର କଥା କହିବ ଚିତ୍ରକଳା । ନୟାଗଡ଼ ପୁରୁଣା ସହର ଗୁଣ୍ଡିଚା ମନ୍ଦିର ନିକଟରେ ନୟାଗଡ଼ କଥା କହୁଥିବା ଭଳି ଚିତ୍ରକଳା ଅଙ୍କା ଯାଉଥିବା ଜଣାଯାଇଛି । ବାଘୁଆ ନୟାଗଡ଼ ବୋଲି ଏଠାରେ ଲେଖା ଯିବା ସହ ବାଘର ଏକ ବଡ଼ ଚିତ୍ର ପଥଚାରୀଙ୍କ ପାଇଁ ଆକର୍ଷଣୀୟ ହେବ ବୋଲି ଜଣାଯାଇଛି । ନିଖୁଣ କାରିଗରଙ୍କ ଦ୍ୱାରା ଅଙ୍କା ଯାଉଥିବା ଏହି ଚିତ୍ର ନୟାଗଡ଼ର ଗର୍ବ ଓ ଗୈାରବର କଥା କହିବ ବୋଲି ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!