Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାକାବନ୍ଦୀ ହେଲା ଓଡ଼ଗାଁ କଣ୍ଟେନ୍‌ମେଣ୍ଟ ଅଂଚଳ

by Anil Panda
July 26, 2020
in Breaking, Nayagarh
ନାକାବନ୍ଦୀ ହେଲା ଓଡ଼ଗାଁ କଣ୍ଟେନ୍‌ମେଣ୍ଟ ଅଂଚଳ
946
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବିଜ୍ଞାପିତ ଅଂଚଳ ପରିଷଦର ୩ଟି ୱାର୍ଡ଼କୁ ଗତକାଲି ଜିଲ୍ଲାପାଳ ଡ. ପୋମା ଟୁଡୁ କଣ୍ଟେନ୍‌ମେଣ୍ଟ ଘୋଷଣା କରିଥିବା ବେଳେ ସ୍ଥାନୀୟ ଲୋକେ ନାକାବନ୍ଦୀକୁ ବିରୋଧ କରିଥିଲେ । ଗତକାଲି ପୁଲିସ ଏବଂ ଏନ୍‌ଏସି କତ୍ତୁପକ୍ଷଙ୍କ ସହ ଲୋକମାନେ ଆଲୋଚନା କରିଥିବା ବେଳେ ଆଜି ସକାଳୁ କଣ୍ଟେନ୍‌ମେଣ୍ଟ ଜୋନ୍‌ର ସ୍ଥିରିକୃତ୍ତ ୯ଟି ସ୍ଥାନରେ ବ୍ୟାରିକେଟ୍ କରାଯାଇଛି । ସ୍ଥାନୀୟ ପୁଲିସଙ୍କ ଉପସ୍ଥିତିରେ ବ୍ୟାରିକେଟ୍ କରାଯାଇଥିବା ଏନ୍‌ଏସି ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!