Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହୋଟେଲରୁ ମିଳିଲା ସିଆରପିଏଫ ଯବାନଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
January 30, 2024
in Crime, State
ହୋଟେଲରୁ ମିଳିଲା ସିଆରପିଏଫ ଯବାନଙ୍କ ମୃତଦେହ
113
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ୱରର ଅଶୋକ ନଗରରେ ଥିବା ଏକ ହୋଟେଲରୁ ଜଣେ ସିଆରପିଏଫ ଯବାନଙ୍କ ଝୁଲନ୍ତା ମୃତଦେହ ମିଳିଛି। ମୃତକଙ୍କ ନାଁ ମୀର ସିଂହ (୪୨)। ତାଙ୍କଘର ରାଜସ୍ଥାନରେ। ସିଆରପିଏଫ ପକ୍ଷରୁ ତାଙ୍କୁ ଝାଡଖଣ୍ଡରେ ମୁତୟନ କରାଯାଇଥିଲା। ମିଳିଥିବା ସୂଚନା ଅନୁସାରେ ସେ ଜାନୁଆରୀ ୨୬ ତାରିଖରେ ଆସି ଏହି ହୋଟେଲରେ ରହିଥିଲେ। କେଉଁ କାରଣରୁ ତାଙ୍କର ମୃତ୍ୟୁ ହୋଇଛି ତାହା ଜଣାପଡି ନାହିଁ। ସେ ଆତ୍ମହତ୍ୟା କରିଛନ୍ତି ନାଁ ତାଙ୍କୁ ହତ୍ୟା କରାଯାଇଛି, ତାହା ଶବ ବ୍ୟବଚ୍ଛେଦ ପରେ ଜଣାପଡ଼ିବ। ଘଟଣା ସମ୍ପର୍କରେ ମୀର ସିଂହଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି। ହୋଟେଲେ କର୍ମଚାରୀଙ୍କ କହିବା ଅନୁଯାୟୀ, ହୋଟେଲରେ ରହୁଥିବା ବେଳେ ମୀର ସିଂହ ଅନେକ ସମୟରେ କାହାସହିତ ଫୋନରେ ଉଚ୍ଚସ୍ୱରରେ କଥା ହେଉଥିଲେ। ଲାଗୁଥିଲା, ଫୋନରେ କାହା ସହିତ ତାଙ୍କର ଝଗଡା ହେଉଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!