Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଦୁଅ ବିଲରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

by Anil Panda
July 27, 2020
in Accident, Breaking, Nayagarh
କାଦୁଅ ବିଲରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ
1.8k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲାରେ ଆଜି ଏକ ଅଭାବନୀୟ ଦୁର୍ଘଟଣା ଘଟିଛି । ଟ୍ରାକ୍ଟର ବିଲରେ ଟ୍ରାକ୍ଟର ଓଲଟି ଜଣେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି । ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ଜଣଙ୍କ ହେଲେ ଶ୍ରୀରାମପୁର ଗ୍ରାମର ଟ୍ରାକ୍ଟର ଚାଳକ କାଳିଆ ବେହେରା ଦିଲ୍ଲୀପ ସାହୁ । ଆଜି ସେ ବିଲରେ ଧାନଚାଷ ପାଇଁ କାଦୁଅ କରୁଥିବା ବେଳେ ଟ୍ରାକ୍ଟର ଓଲଟି ପଡ଼ିଥିଲା । ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି ଶବକୁ ଉଦ୍ଧାର କରିଥିବା ବେଳେ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!