Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱାଭାବିକ ହେଉନି ବିଧାନସଭା, ୧୨ଟା ୩୦ ଯାଏଁ ମୁଲତବି

by ସଞ୍ଜୟ ସ୍ୱାଇଁ
February 7, 2024
in Politics, State
ତାମିଲନାଡ଼ୁ କୁନ୍ନୁରରେ ବାୟୁସେନା ହେଲିକ୍ପଟର କ୍ରାସ୍ ଘଟଣାକୁ ନେଇ ବିଧାନସଭାରେ ଶୋକ ପ୍ରସ୍ତାବ
34
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଧାନସଭା ଅଧିବେଶନର ତୃତୀୟ ଦିନ ଆରମ୍ଭରୁ ଗୃହରେ ହଟ୍ଟଗୋଳ । ମୁଲତବି ପରେ ଗୃହକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ପୁଣିଥରେ ହଟ୍ଟଗୋଳ କାରଣରୁ ଦିନ ୧୨ଟା ୩୦ ଯାଏଁ ଗୃହକୁ ମୁଲତବି କରିଛନ୍ତି ବାଚସ୍ପତି । ଆଜି ଗୃହ ଆରମ୍ଭରୁ ଅର୍ପଣ ରଥରେ ଉଷୁନା ଚାଉଳ ପ୍ରସଙ୍ଗରେ ବିଜେପି ସଦସ୍ୟ ଗୃହ ଭିତରେ ହଟ୍ଟଗୋଳ କରିଥିଲେ । ସେହିଭଳି ପରୀ ପ୍ରସଙ୍ଗରେ ଧର୍ମେନ୍ଦ୍ର ପ୍ରଧାନ ଓ ମୋହନ ମାଝୀଙ୍କ କ୍ଷମା ପ୍ରାର୍ଥନା ଦାବି କରି ନିଜ ଆସନରେ ଛିଡା ହୋଇ ବିଜେଡି ବିଧାୟକ ପ୍ରତିବାଦ କରିଥିଲେ । ଫଳରେ ପ୍ରଶ୍ନକାଳ ଚାଲିପାରିନଥିଲା । ପ୍ରବଳ ହୋ ହଲ୍ଲା ପାଇଁ ଗୃହକାର୍ଯ୍ୟକୁ ପ୍ରଥମେ ଦିନ ୧୧ଟା ୩୦ ଯାଏଁ ମୁଲତବି କରିଥିଲେ ବାଚସ୍ପତି । ମୁଲତବି ସମୟ ଶେଷ ହେବା ପରେ ପୁଣିଥରେ ଗୃହ ଆରମ୍ଭରୁ ସମାନ ପ୍ରସଙ୍ଗରେ ଉଭୟ ବିଜେପି ଓ ବିଜେଡି ହଟ୍ଟଗୋଳ କରିଥିଲେ । ଫଳରେ ଗୃହକୁ ଦିନ ୧୨ଟା ୩୦ଯାଏଁ ମୁଲତବି କରିଛନ୍ତି ବାଚସ୍ପତି । ବାରମ୍ବାର ମୁଲତବି କାରଣରୁ ଗୃହକାର୍ଯ୍ୟ ବାଧାପ୍ରାପ୍ତ ହେଉଛି । ଅନ୍ୟପଟେ ଗୃହ ମୁଲତବି ହେବା ପରେ ବିଜେଡି ବିଧାୟକ ମାନେ ଗାନ୍ଧୀ ମୂର୍ତ୍ତି ତଳେ ପ୍ରତିବାଦ କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!