Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପଦକୁ ନିମନ୍ତ୍ରଣ : କାଠ ଖୁଣ୍ଟରେ ବିଦ୍ୟୁତ୍ ତାର

by Anil Panda
July 28, 2020
in Feature News, Nayagarh
ବିପଦକୁ ନିମନ୍ତ୍ରଣ : କାଠ ଖୁଣ୍ଟରେ ବିଦ୍ୟୁତ୍ ତାର
482
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଖଣ୍ଡପଡ଼ା ବିଦ୍ୟୁତ୍ ବିଭାଗ କର୍ତୃପକ୍ଷଙ୍କ ଖାମଖିଆଲି ନୀତି ଯୋଗୁଁ ଜନଗହଳିପୂର୍ଣ୍ଣ ସ୍ଥାନ ଗୁଡ଼ିକରେ ବିପଦ ଶଙ୍କୁଳ ଅବସ୍ଥାରେ ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ୍ ତାର ଗୁଡିକ ବର୍ଷବର୍ଷ ଧରି ତଳକୁ ଝୁଲିରହିଛି । ଫଳରେ ପ୍ରତି ମୁହୁର୍ତରେ ବିପଦର ଆଶଙ୍କା ରହିଥିଲେ ହେଁ ଏଥିପ୍ରତି କର୍ତୃପକ୍ଷ ଦୃଷ୍ଟି ନଦେଇ ନୀରବଦ୍ରଷ୍ଟା ସାଜିଥିବା ଅଭିଯୋଗ ହେଉଛି । ଖଣ୍ଡପଡ଼ା ସହରର ଡାକ୍ତରଖାନା ଛକଠାରୁ ରଥଗଡ଼ା ଛକକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାଶ୍ୱର୍ରେ ଅସଜଡ଼ା ଅବସ୍ଥାରେ ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିବା ବେଳେ ଖଣ୍ଡପଡ଼ା ସହର ବଢ଼େଇସାହିର ଜନୈକ ବ୍ୟକ୍ତିଙ୍କ ବାସଗୃହ ପାଶ୍ୱର୍ ଦେଇ ଯାଇଥିବା ଉଚ୍ଚଶକ୍ତି ସମ୍ପନ୍ନ ବିଦ୍ୟୁତ୍ ତାର ତଳକୁ ଝୁଲି ରହିଛି । ବାରମ୍ବାର ଦାବି ସତ୍ୱେ ମଧ୍ୟ ସେସୁ କର୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ନଦେବାରୁ ପରିଶେଷରେ ଗୃହକର୍ତା ଜଣଙ୍କ ବାଧ୍ୟ ହୋଇ ୨ଟି କାଠ ଟଣକା ସହାୟତାରେ ବିଦ୍ୟୁତ୍ ତାରକୁ ଟେକି ରଖିଥିବା ନଜରକୁ ଆସୁଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!