Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଟର ତାଡି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା

by ସଞ୍ଜୟ ସ୍ୱାଇଁ
February 9, 2024
in Crime, State
ସଟର ତାଡି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା
43
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଅଭିନୟ ଉପାୟରେ ଚୋରି କଲେ ଲୁଟେରା। ଗହଣା ଦୋକାନ ଆଗରେ କଳାପାଲ ଟାଣି ସଟର ତାଡ଼ି ସୁନା ଅଳଙ୍କାର ଓ ନଗଦ ଟଙ୍କା ଲୁଟିନେଲେ । ଏପରି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀରେ । ୩ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ଗୁରୁବାର ବିଳମ୍ବିତ ରାତିରେ ଲୁଟେରାମାନେ ଦୋକାନ ଆଗରେ ପ୍ରଥମେ କଳାପାଲ ଟାଣି ଥିଲେ। ପରେ ସଟର ତାଡ଼ି ଦୋକାନ ଭିତରେ ପଶି ସୁନା ଅଳଙ୍କାର ଓ ନଗଦ ଟଙ୍କା ଲୁଟିନେଇ ଚମ୍ପଟ ମାରିଥିଲେ। ବିଳମ୍ବିତ ରାତିରେ ସୁନା ଗହଣା ଦୋକାନ ସାମ୍ନା ରେ ପାଲ ଟାଙ୍ଗିଲେ , ଭିତରେ ସଟର ତାଡି ଲୁଟିନେଲେ ଲକ୍ଷାଧିକ ଟଙ୍କା ର ସୁନା ଅଳଙ୍କାର ଓ ନଗଦ ଟଙ୍କା । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧିନ ମଞ୍ଜୁରୀରୋଡ଼ ଫାଣ୍ଡି ନିକଟ ବଜାରରୁ ଲୁଟ ହୋଇଛି । ଦୋକାନରେ ଥିନା ବଡ଼ ଲକର କୁ ତାଡି ଦେଇଥିବା ବେଲବ ଛୋଟ ଲକରକୁ ନେଇଯାଇଛନ୍ତି । ପୋଲିସ ପହଞ୍ଚି ତଦନ୍ତ କରୁଥିବା ବେଳେ କେତେ ଟଙ୍କା ଓ ସୁନା ଗହଣା ଚୋରି ହୋଇଛି ସ୍ପଷ୍ଟ ହୋଇ ପାରିନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!