Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦ରୁ ମାଟ୍ରିକ ପରୀକ୍ଷା, କଡ଼ା ସୁରକ୍ଷାରେ ଗଲା ପ୍ରଶ୍ନପତ୍ର

by ସଞ୍ଜୟ ସ୍ୱାଇଁ
February 13, 2024
in Education, State
୨୦ରୁ ମାଟ୍ରିକ ପରୀକ୍ଷା, କଡ଼ା ସୁରକ୍ଷାରେ ଗଲା ପ୍ରଶ୍ନପତ୍ର
51
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଆସନ୍ତା ୨୦ ତାରିଖରୁ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା । ଏଥିଲାଗି ସୋମବାରଠାରୁ ପ୍ରଶ୍ନପତ୍ର ବୋର୍ଡ କାର୍ଯ୍ୟାଳୟରୁ ୭ ଜିଲ୍ଲାକୁ ପଠାଯାଇଛି। କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, କୋରାପୁଟ, ନୂଆପଡ଼ା ଏବଂ ବରଗଡ଼ ଜିଲ୍ଲାକୁ ଏହି ପ୍ରଶ୍ନପତ୍ର ପଠାଯାଇଛି। ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ, ଉପସଭାପତି ଡ. ନିହାର ରଞ୍ଜନ ମହାନ୍ତି ପ୍ରମୁଖଙ୍କ ଉପସ୍ଥିତିରେ ବୋର୍ଡ ଷ୍ଟ୍ରଙ୍ଗ୍‌ ରୁମ୍‌ରୁ ପ୍ରଶ୍ନପତ୍ରଗୁଡ଼ିକୁ ଟ୍ରକ୍‌ରେ କଡ଼ା ସୁରକ୍ଷା ବଳୟରେ ପଠାଯାଇଛି । ପ୍ରଶ୍ନପତ୍ର ସୁରକ୍ଷା ପାଇଁ ପୁଲିସ୍‌ ଟିମ୍‌ ସହ ବୋର୍ଡ କର୍ମଚାରୀମାନେ ରହିଛନ୍ତି । ତେବେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ୭ଟି ଯାକ ଜିଲ୍ଲାର ନୋଡାଲ୍‌ ସେଣ୍ଟରଗୁଡ଼ିକରେ ପ୍ରଶ୍ନପତ୍ର ପହଞ୍ଚିଯିବ ବୋଲି ବୋର୍ଡ ସୂତ୍ରରୁ ସୂଚନା ମିଳିଛି । ନୋଡାଲ୍‌ ସେଣ୍ଟରରେ ସୁପରିଟେଣ୍ଡେଣ୍ଟ୍‌ମାନେ ପର୍ଯ୍ୟବେକ୍ଷକ ଓ ପୁଲିସ୍‌ ଉପସ୍ଥିତିରେ ପ୍ରଶ୍ନପତ୍ର ପ୍ୟାକେଟ୍‌ଗୁଡ଼ିକୁ ଗ୍ରହଣ କରିବେ । ନୋଡାଲ୍‌ ସେଣ୍ଟରରେ ପ୍ରଶ୍ନପତ୍ର ସୁରକ୍ଷିତ ଅଛି କି ନାହିଁ ତାହା ଜିଲ୍ଲା ଶିକ୍ଷାଧିକାରୀମାନେ ତଦାରଖ କରି ବୋର୍ଡ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ ଦେବେ। ତେବେ ଶନିବାର ସୁଦ୍ଧା ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାର ନୋଡାଲ୍‌ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚିଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!