Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶାରୁ ଅଶ୍ବିନୀ ବୈଷ୍ଣବ ହେଲେ ରାଜ୍ୟସଭା ପ୍ରାର୍ଥୀ

by ସଞ୍ଜୟ ସ୍ୱାଇଁ
February 14, 2024
in Politics, State
ଓଡ଼ିଶାରୁ ଅଶ୍ବିନୀ ବୈଷ୍ଣବ ହେଲେ ରାଜ୍ୟସଭା ପ୍ରାର୍ଥୀ
243
VIEWS
Share on FacebookShare on Twitter

ଭୁବେଶ୍ବର, (ବାଘୁଆବାର୍ତ୍ତା): ତୃତୀୟ ପ୍ରାର୍ଥୀ ନେଇ ହଟିଲା ସସ୍‌ପେନ୍ସ। ଓଡ଼ିଶାରୁ ଅଶ୍ବିନୀ ବୈଷ୍ଣବ ହେଲେ ରାଜ୍ୟସଭା ପ୍ରାର୍ଥୀ । ପୁଣି ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି ଅଶ୍ବିନୀ ବୈଷ୍ଣବ । ଅଶ୍ବିନୀଙ୍କ ପ୍ରାର୍ଥୀ ନେଇ ନାମ ଘୋଷଣା କରିଛି ବିଜେପି। ସେହିପରି ମଧ୍ୟପ୍ରଦେଶରୁ ଏଲ. ମୁଋଗନ, ଉମେଶ ନାଥ ମହାରାଜ, ମାୟା ନରୋଲିୟା, ବଂଶୀଲାଲ ଗୁରଜର ପ୍ରାର୍ଥୀ ହୋଇଛନ୍ତି। ୨୦୧୯ ଭଳି ଅଶ୍ୱିନୀଙ୍କୁ ବିଜେପି ରାଜ୍ୟସଭା ପ୍ରାର୍ଥୀ କରିଛି । ସୂଚନାଯୋଗ୍ୟ ଯେ, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବୁଧବାର ସେ ରେଳବାଇ ଓ ବିଏସଏନଏଲ୍‌ ପ୍ରକଳ୍ପର ସମୀକ୍ଷା କରିବେ। ରାତିରେ ରେଳବାଇ ଗେଷ୍ଟ ହାଉସରେ ରାତ୍ରୀ ଯାପନ କରିବେ । ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ସେ ଭୁବନେଶ୍ୱର ଛାଡ଼ିବେ । ଗୁରୁବାର ଦିନ ସେ ରାଜ୍ୟସଭା ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି କୁହାଯାଉଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!