Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମନ୍ତ୍ରୀଙ୍କ ରାତି ଅଧିଆ ଭିସି, ଉଦ୍ଦେଶ୍ୟ କ’ଣ…

by ସଞ୍ଜୟ ସ୍ୱାଇଁ
July 30, 2020
in Nayagarh, Politics
ବରିଷ୍ଠ ନାଗରିକ, ଗାଁରୁ ହାଇଦ୍ରାବାଦ…
1.8k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଆଜି ରାତି ଅଧିଆ ଭିସି କରିଛନ୍ତି । ଦଳୀୟ କର୍ମକର୍ତ୍ତା ଏବଂ ସଂଗଠକମାନଙ୍କ ମନ୍ତ୍ରୀ ମନ୍ତ୍ରୀ ଦୀର୍ଘ ସମୟ ଆଲୋଚନା କରିଛନ୍ତି । ଏହି ରାତି ଅଧିଆ ଭିସି ଆଲୋଚନାରେ ଏକ ସୁଉଦ୍ଦେଶ୍ୟ ରହିଥିବା ଏବଂ ମନ୍ତ୍ରୀଙ୍କ ବିଶାଳ ହୃଦୟର ପରାକାଷ୍ଠା ରହିଥିବା ଜଣାଯାଇଛି । ସୂଚନାନୁସାରେ, ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଆୟୋଜିତ ମାଟ୍ରିକ ପରୀକ୍ଷା ଫଳ ନିକଟରେ ପ୍ରକାଶ ପାଇଛି । ଚଳିତ ବର୍ଷ ପରୀକ୍ଷା ଫଳ ଗତବର୍ଷ ଠାରୁ ବେଶ ଆଗରେ ରହିଛି । ଜିଲ୍ଲାରେ ଚଳିତ ବର୍ଷ ୮୭ ପ୍ରତିଶତ ଫଳାଫଳ ହୋଇଥିବା ବେଳେ ଜିଲ୍ଲା ରାଜ୍ୟର ଚତୁର୍ଥ ସ୍ଥାନରେ ରହିଛି । ଯାହାକୁ ନେଇ ମନ୍ତ୍ରୀ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଚିନ୍ତା କରିଛନ୍ତି । ଏଣୁ ଆଗାମୀ କ୍ରାନ୍ତି ଦିବସଠାରୁ ସ୍ୱାଧିନତା ଦିବସ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଏହା ମଧ୍ୟରେ ଜିଲ୍ଲାର ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଯିବା ସହ ରକ୍ତଦାନ ଶିବିର, ପ୍ଲାଜମା ଦାନ କାର୍ଯ୍ୟକ୍ରମ ଆୟୋଜନ କରାଯିବା ନେଇ ଆଜି ମନ୍ତ୍ରୀ ଦଳୀୟ କର୍ମକର୍ତ୍ତା ଏବଂ ସଂଗଠକମାନଙ୍କ ସହ ମନ୍ତ୍ରୀ ଭିସି ମାଧ୍ୟମରେ ଆଲୋଚନା କରିଛନ୍ତି । ଏହି କାର୍ଯ୍ୟକ୍ରମ ଗୁଡ଼ିକରେ ଯୁବ ଏବଂ ଛାତ୍ର ସଂଗଠନ ମୁଖ୍ୟ ଭୂମିକା ନିର୍ବାହ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!