Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଗବତୀପ୍ରସାଦରେ ଅଗ୍ନିକାଣ୍ଡ

by Anil Panda
July 31, 2020
in Accident, Nayagarh
ଭଗବତୀପ୍ରସାଦରେ ଅଗ୍ନିକାଣ୍ଡ
473
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ଓଡ଼ଗାଁ ଥାନା ଅନ୍ତର୍ଗତ ଭଗବତୀପ୍ରସାଦ ଗ୍ରାମ ଗୋଲାସାହିରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି । ଏହି ଗ୍ରାମର ବାଉରିଆ ପାତ୍ରଙ୍କ ଘରେ ନିଆଁ ଲାଗି ୨ବଖରା ଚାଳଘର ସହିତ ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି । ବାଉରିଆ ପାତ୍ର ପରିବାର ମଧ୍ୟାନ୍ନ ସମୟରେ ଘରେ ବିଶ୍ରାମ ନେଉଥିବା ବେଳେ ହଠାତ୍ ଘରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । ଖବର ପାଇ ଓଡ଼ଗାଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଁଚି ଅଗ୍ନିକାଣ୍ଡକୁ ନିୟନ୍ତ୍ରଣ କରିଥିଲେ । ସମୁଦାୟ ୨ବଖରା ଘର ପୋଡି ପାଉଁଶ ହୋଇ ଯାଇଥିବାରୁ ବର୍ଷାଋତୁରେ ସେ ବାସହରା ହୋଇ ପଡିଛନ୍ତି । ତହସିଲ ପ୍ରଶାସନ ତରଫରୁ ଖୁବଶିଘ୍ର ତାଙ୍କୁ ସହାୟତା ଯୋଗାଇଦେବା ସହିତ ବ୍ଲକ ପ୍ରଶାସନ ତରଫରୁ ଆବାସ ଯୋଜନାରେ ସାମିଲ କରାଯିବାକୁ ଦାବି ହେଉଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!