Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଝରକା ତାଡି ନେଇଗଲେ ସୁନା-ରୂପା ଓ ଟଙ୍କା

by ସଞ୍ଜୟ ସ୍ୱାଇଁ
February 18, 2024
in Crime, State
ଝରକା ତାଡି ନେଇଗଲେ ସୁନା-ରୂପା ଓ ଟଙ୍କା
116
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ଲୁଟେରା ଆତଙ୍କ । ତାଲା ପଡିଥିବା ଘରେ ପଶି ଲୁଟି ନେଲେ ଲୁଟେରା । ଭୁବନେଶ୍ୱର କପିଳପ୍ରସାଦ କେଳୁଚରଣ ଲେନ୍‌ରୁ ଲୁଟ୍‌ ହୋଇଛି । ଖବର ଅନୁଯାୟୀ, କପିଳପ୍ରସାଦ କେଳୁଚରଣ ଲେନ୍‌ ୫ରେ ଥିବା ଏକ ଘରେ ଲୁଟେରାମାନେ ପଶି ଲୁଟ୍‌ କରିଛନ୍ତି । ଝରକା ତାଡି ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଗହଣା ଲୁଟି ନେଇଛନ୍ତି ଲୁଟେରା । ଘର ମାଲିକ ଧ୍ରୁବ ପାତ୍ର ଦୁଇ ଦିନ ତଳେ ବାଙ୍ଗାଲୋର ବୁଲିବାକୁ ଯାଇଛନ୍ତି । ତେବେ ଝରକା ଭଙ୍ଗା ଯାଇଥିବା ଦେଖି ପ୍ରଥମେ ପୋଲିସକୁ ଖବର ଦେଇଥିଲେ ପଡୋଶୀ । କମିଶନରେଟ୍‌ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!