Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଗଷ୍ଟ କଡ଼ା କଟକଣା, ଶନିବାର ଓ ରବିବାର ବନ୍ଦ

by ସଞ୍ଜୟ ସ୍ୱାଇଁ
July 31, 2020
in Lifestyle, Nayagarh
ଅଗଷ୍ଟ କଡ଼ା କଟକଣା, ଶନିବାର ଓ ରବିବାର ବନ୍ଦ
2.2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଆସିବା ପରେ ନୟାଗଡ଼ ଜିଲ୍ଲା ପ୍ରଶାସନ ଜୁଲାଇ ମାସ ଭଳି ମାସ ଭଳି ଅଗଷ୍ଟ ମାସର ଶନିବାର ଓ ରବିବାର ସଟ୍‌ଡାଉନ୍ ରହିବ ବୋଲି ନିଷ୍ପତ୍ତି ନେଇଥିବା ବେଳେ ଦୋକାନ ବଜାର ଖୋଲିବା ସମୟ ମଧ୍ୟ ଅପରିବର୍ତ୍ତିତ ରଖିଛନ୍ତି । ସକାଳ ୭ ଘଟିକାରୁ ଦିନ ୨ ଘଟିକା ପର୍ଯ୍ୟନ୍ତ ସାରା ଜିଲ୍ଲାରେ ଦୋକାନ ବଜାର ଖୋଲା ରହିବ ବୋଲି ଜଣାଯାଇଛି । ଦୋକାନ ବଜାରରେ ସାମାଜିକ ଦୂରତା ନମାନିଲେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚନା ମିଳିଛି । ବ୍ୟବାସାୟୀ ନିୟମଭଙ୍ଗ କଲେ ୧୦ ହଜାର ଜୋରିମାନା ଭରିବେ ବୋଲି ଜଣାଯାଇଛି । ସେହିଭଳି ଭାବେ ସ୍ପା, ସେଲୁନ, ପାର୍ଲର ନିୟମମାନି କାମ କରିବାକୁ କୁହାଯାଇଛି । ୫୦ଜଣଙ୍କୁ ନେଇ ବାହାଘର କରାଯିବା ସହ ଗହଳି ନକରିବାକୁ ପରାମର୍ଶ ଦିଆଯାଇଛି । ଜିଲ୍ଲାରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ରାତ୍ରୀ କାଳୀନ କର୍ଫ୍ୟୁ ବଳବତ୍ତର ରହିବ । ମାସ୍କ ପିନ୍ଧିବା ବାଧ୍ୟତା ମୂଳକ ହୋଇଥିବା ବେଳେ ନପିନ୍ଧିଲେ ମୋଟା ଅଙ୍କର ଜୋରିମାନା ଭରିବାକୁ ପଡ଼ିବ ବୋଲି ଜଣାଯାଇଛି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!