Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲା ୩ ଦିନ ସଟ୍‌ଡାଉନ୍

by Anil Panda
July 31, 2020
in Breaking, Nayagarh
ଅଗଷ୍ଟ କଡ଼ା କଟକଣା, ଶନିବାର ଓ ରବିବାର ବନ୍ଦ
3.8k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜୁଲାଇ ମାସ ଭଳି ମାସ ଭଳି ଅଗଷ୍ଟ ମାସର ଶନିବାର ଓ ରବିବାର ସଟ୍‌ଡାଉନ୍ ରହିବ ବୋଲି ଜିଲ୍ଲାପାଳ ଡ. ପୋମା ଟୁଡୁ ନିଷ୍ପତ୍ତି ନେଇଥିବା ବେଳେ ଦୋକାନ ବଜାର ଖୋଲିବା ସମୟ ମଧ୍ୟ ଅପରିବର୍ତ୍ତିତ ରଖିଛନ୍ତି । ସକାଳ ୭ ଘଟିକାରୁ ଦିନ ୨ ଘଟିକା ପର୍ଯ୍ୟନ୍ତ ସାରା ଜିଲ୍ଲାରେ ଦୋକାନ ବଜାର ଖୋଲା ରହିବ ବୋଲି ଜଣାଯାଇଛି । ଅଗଷ୍ଟ ମାସରେ ଏହି ନିୟମ ବଳବତ୍ତର ରହିବ ବୋଲି ଜଣାପଡ଼ିଥିବା ବେଳେ ଆସନ୍ତା ୩ ତାରିଖ ରାକ୍ଷୀ ପୂର୍ଣ୍ଣିମା ପାଇଁ ଜିଲ୍ଲାପାଳ ଏହି ଦିନଟି ଅତିରିକ୍ତ ସଟ୍‌ଡାଉନ୍ କରିଛନ୍ତି । ଫଳରେ ଜିଲ୍ଲାରେ ୧ ତାରିଖ ଶନିବାରଠାରୁ ୩ ତାରିଖ ସୋମବାର ପର୍ଯ୍ୟନ୍ତ ସଟ୍‌ଡାଉନ୍ କାର୍ଯ୍ୟକାରୀ ହେବ ବୋଲି ଜଣାଯାଇଛି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!