Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୬ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପାଡୁଆ ପୋଲିସ

by ସଞ୍ଜୟ ସ୍ୱାଇଁ
February 23, 2024
in Crime, State
୨୬ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପାଡୁଆ ପୋଲିସ
55
VIEWS
Share on FacebookShare on Twitter

ଲମତାପୁଟ, (ବାଘୁଆବାର୍ତ୍ତା): ପୋଲିସର କଡାସୁରକ୍ଷା ନେଇ ଜାରି ରହିଛି ଅପ୍ରେସନ ଗ୍ରୀନ କ୍ଲିନ । ଗଞ୍ଜେଇ ଗଛ ଅମଳ ସମୟ ପୂର୍ବରୁ ପୋଲିସ ମାଳି ଭୀମଡଳ, ପରଜା ଭୀମ ଡଳ ଏବଂ ମାଳି ଆମ୍ବେଲ ଗ୍ରାମ ନିକଟ ଅଞ୍ଚଳରୁ ଗଞ୍ଜେଇଚାଷ ନଷ୍ଟ କରିଛି । କୋରାପୁଟ ପୋଲିସ, ଡିବିଏଫ, ବନବିଭାଗ ସ୍ଥାନୀୟ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ୨୬ ଏକର ଜାଗାରୁ ୩୧ହଜାରରୁ ଉର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ କରିଛି ପୋଲିସ । ଗୁଇନ୍ଦା ବିଭାଗର ସୂଚନା ଅନୁଯାୟୀ ଏବଂ ପୋଲିସ ଡ୍ରୋନ ସାହାଯ୍ୟରେ ବିଭନ୍ନ ଜାଗାକୁ ଚିହ୍ନଟ କରି କୋରାପୁଟ ଏସପିଙ୍କ ନିର୍ଦେଶ କ୍ରମେ ଗଞ୍ଜେଇ ଚାଷ ନଷ୍ଟ କରିବା ପାଇଁ କଡା ପଦକ୍ଷେପ ନେଇଛନ୍ତି । ଅଞ୍ଚଳରୁ ଗଞ୍ଜେଇ ଚାଷ ସମ୍ପୂର୍ଣ ନଷ୍ଟ କରିବାପାଇଁ ପୋଲିସ ସଜାଗ ରହିଥିବା ଏବଂ ଏହି ଅଞ୍ଚଳରେ ଯେଉଁ ମାନେ ଚାଷ କରୁଛନ୍ତି ସେମାନଙ୍କୁ ଚିହ୍ନଟ କରି ଗିରଫ କରାଯିବ ପାଇଁ ଉଦ୍ୟମ ଆରମ୍ଭ ହୋଇଥିବା ନେଇ ନନ୍ଦପୁର SDPO ସନ୍ଦୀପ କୁମାର ମଝି ସୂଚନା ଦେଇଛନ୍ତି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!