Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମର୍ମନ୍ତୁଦ ଦୁର୍ଘଟଣା, ୪ ଗୁରୁତର

by Anil Panda
August 3, 2020
in Accident, Breaking, Nayagarh
ମର୍ମନ୍ତୁଦ ଦୁର୍ଘଟଣା, ୪ ଗୁରୁତର
2.5k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଦରପଦା ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଚାରି ଜଣ ଗୁରୁତର ହୋଇଥିବା ଜଣାଯାଇଛି । ସୂଚନାନୁସାରେ, ସଦରଥାନା ଅନ୍ତର୍ଗର ଅଶ୍ୱସ୍ଥପଡ଼ା ଗ୍ରାମର କାହ୍ନା ସ୍ୱାଇଁ (୨୦) ତାଙ୍କ ସଂମ୍ପର୍କୀୟ ଦାଦା ସୁଦାମ ରାଉତ(୨୯)ଙ୍କ ସହ ଆଜି ରାକ୍ଷୀ ବାନ୍ଧିବାକୁ ଭଉଣୀ ଘରକୁ ଯାଇ ଫେରୁଥିବା ବେଳେ, ଅନ୍ୟ ଏକ ବାଇକରେ ବିପରିତ ଦିଗରୁ ଭାଟସାହି ଗ୍ରାମର ଶୁଶାନ୍ତ ନାୟକ (୨୨)ଙ୍କ ସହ ଶୁଶାନ୍ତ ନାୟକ (୨୪) ଆସୁଥିଲେ । ଉଭୟ ବାଇକ ଦରପଦା ବିଦ୍ୟାଳୟ ନିକଟରେ ମୁହାଁମୁହିଁ ହେବାରୁ ୪ ଜଣ କ୍ଷତାକ୍ତ ହୋଇଥିଲେ । ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିବା ବେଳେ ଆମ୍ବୁଲାନ୍ସ ଆସିବାକୁ ବିଳମ୍ବ ହୋଇଥିଲେ । ଏହି ସମୟରେ ପ୍ରେଟୋଲିଂ ସାରି ସେହି ବାଟ ଦେଇ ଫେରୁଥିବା ଶରଣକୂଳ ଥାନା ଏସ୍‌ଆଇ ବିରଞ୍ଚି ଅମାତ୍ ଦୁର୍ଘଟଣା ଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରିଥିଲେ । ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ୪ ଜଣଙ୍କୁ ଭୂବନେଶ୍ୱର ସ୍ଥାନାନ୍ତରିତ କରାଯାଇଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!