Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ୩୭ଙ୍କୁ ମିଶାଇ ଜିଲ୍ଲାରେ ମୋଟ ୪୯୪ ସୁସ୍ଥ

by Anil Panda
August 3, 2020
in Feature News, Nayagarh
corona
357
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣର ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଗତକାଲି ସଂନ୍ଧ୍ୟା ସୁଦ୍ଧା ଭାପୁର ବ୍ଲକରୁ ୧୯ ଜଣ, ଦଶପଲ୍ଲାରୁ ୫୧ ଜଣ, ଗଣିଆରୁ ୧୭ ଜଣ, ଖଣ୍ଡପଡ଼ାରୁ ୫୪ ଜଣ, ନୟାଗଡ଼ ବ୍ଲକରୁ ୩୯ ଜଣ, ନୂଆଗାଁ ବ୍ଲକରୁ ୩୮ ଜଣ, ଓଡ଼ଗାଁରୁ ୧୪୮ ଜଣ, ରଣପୁରରୁ ୫୧ ଜଣ, ନୟାଗଡ଼ ପୈାରାଞ୍ଚଳରୁ ୪୦ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୪୫୭ ରହିଥିଲା । ଆଜି ଜିଲ୍ଲାରୁ ନୂଆ ୩୭ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥ ସଂଖ୍ୟା ୪୯୪ ବୋଲି ଜଣାଯାଇଛି । ଜିଲ୍ଲାରେ ୩ ଜଣ ବ୍ୟକ୍ତି କରୋନା ଦ୍ୱାରା ମୃତ୍ୟୁ ବରଣ କରିଥିବା ଜଣାଯାଇଛି । ସେହିଭଳି ଅନ୍ୟ ଦୁଇ ଜଣ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!