Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡକାୟତି ଯୋଜନା ବେଳେ ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

by ସଞ୍ଜୟ ସ୍ୱାଇଁ
February 27, 2024
in Crime, State
ଡକାୟତି ଯୋଜନା ବେଳେ ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
42
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଡକାୟତି ଯୋଜନା କରୁଥିବା ବେଳେ ପୋଲିସ ହାତରେ ଧରାପଡ଼ିଲେ ଡକାୟତି ଗ୍ୟାଙ୍ଗ । ତିନି ଅଭିଯୁକ୍ତକୁ ଗିରଫ କଲା ବ୍ରହ୍ମପୁର ପୋଲିସ । ଅଭିଯୁକ୍ତ ମାନଙ୍କ ନିକଟରୁ ଦୁଇଟି ଖଣ୍ଡା, ଦୁଇଟି ଜୀବନ୍ତ ବୋମା, ଦୁଇଟି ଟର୍ଚ୍ଚ ଲାଇଟ, ମୁହଁ ମୁଖା ଜବତ ହୋଇଛି । ଅନ୍ୟ ତିନି ଜଣ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି । ବ୍ରହ୍ମପୁର ବଡବଜାର ଥାନା ହରାଡାଖଣ୍ଡି ପୋଖରୀ ନିକଟରେ ଡକାୟତି ଯୋଜନା କରୁଥିବା ବେଳେ ପୋଲିସ ହାତରେ ଧରାପଡିଲେ ଅଭିଯୁକ୍ତ । ଗିରଫ ତିନି ଜଣ ହେଲେ ରାଜା ଓରଫ ଅମିତ ନାୟକ, ଏସ୍.କେ. ଅସିଫ ଏବଂ ପୋଦା ରାମ ଓରଫ ରାମ ପାତ୍ର । ଗିରଫ ତିନି ଜଣଙ୍କ ନାଁରେ ପୂର୍ବରୁ ବହୁ ଅପରାଧିକ ମାମଲା ରହିଛି । ଏ ନେଇ ବ୍ରହ୍ମପୁର ଏସ୍‌ପି ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!