Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ କ୍ରିକେଟ ଏକାଡେମୀକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
February 27, 2024
in Nayagarh, Sports, State
ନୟାଗଡ଼ କ୍ରିକେଟ ଏକାଡେମୀକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
247
VIEWS
Share on FacebookShare on Twitter

କ୍ରିଡ଼ା ଭିତିଭୂମି ସମୁହର ଉଦ୍‌ଘାଟନ

ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରୀଡା ଭିତିଭୂମିର ସମୁହ ଉଦ୍‌ଘାଟନ କରିଛନ୍ତି । ଆଭାସି ମାଧ୍ୟମରେ ବ୍ରହ୍ମପୁରରେ ସ୍ପୋର୍ଟସ କମ୍ପେ୍ଲକ୍ସ, ଗଞ୍ଜାମ ଭାରୋତ୍ତଳନ ଏକାଡେମୀ, ଯାଜପୁରରେ କୁସୁମା ସ୍ପୋର୍ଟସ କମ୍ପେ୍ଲକ୍ସ ଓ ହକି ପ୍ରଶିକ୍ଷଣ କେନ୍ଦ୍ର ସ୍ପୋର୍ଟସ କମ୍ପେ୍ଳକ୍ସ, ଝାରସୁଗୁଡ଼ାରେ କ୍ରିକେଟ ପଡିଆ, ପୁରୀରେ ଶ୍ରୀ ଜଗନ୍ନାଥ କ୍ରିକେଟ୍ ଷ୍ଟାଡିୟମ ଓ ପୁରୀରେ ମହିଳା କ୍ରିକେଟ ଏକାଡେମୀକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏଥି ସହିତ ରାଜ୍ୟର ୪୧ ଗୋଟି କ୍ରିକେଟ ଏକାଡେମୀକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି । ସେହିପରି ଭାବେ ଆଜି ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆରେ ନୟାଗଡ଼ କ୍ରିକେଟ ଏକାଡେମୀ ଉଦ୍‌ଘାଟିତ ହୋଇଛି । ଖେଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ।

ଆଜିର ଏହି କାର୍ଯ୍ୟକ୍ରମରେ ନୟାଗଡ଼ ପୌରଧ୍ୟକ୍ଷା ନିରୁପମା ଖଟ୍ଟେଇ, ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ଅଶ୍ୱିନୀ ନାୟକ, ନୟାଗଡ଼ କ୍ରିକେଟ ଆସୋଶିଏସନର ସଭାପତି ଅରବିନ୍ଦ ଛୋଟରାୟ, ସମ୍ପାଦକ ସଂଗ୍ରାମ କେଶରୀ ଗୁମାନସିଂ, ସମାଜସେବୀ ପ୍ରମୋଦ ପଟ୍ଟନାୟକ, ସାମ୍ବାଦିକ ରାମକୃଷ୍ଣ ରଥ, ସୂର୍ଯ୍ୟମଣି ପ୍ରଧାନ ଓ ଆଶୁତୋଷ ମିଶ୍ର ପ୍ରମୁଖ ଉପସ୍ଥିତ ରହିଥିଲେ । କଲେଜ ପଡିଆରେ ବହୁ ସଂଖ୍ୟକ ଖେଳପ୍ରେମୀ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!