Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶାହ ଟେଣ୍ଡ ବାନ୍ଧିବା ବେଳେ ଖସି ପଡ଼ି ଚାଲିଗଲା ଜୀବନ

by Anil Panda
August 4, 2020
in Accident, Nayagarh
ଦଶାହ ଟେଣ୍ଡ ବାନ୍ଧିବା ବେଳେ ଖସି ପଡ଼ି ଚାଲିଗଲା ଜୀବନ
858
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଖଣ୍ଡପଡ଼ା ବ୍ଳକ ଅଧିନ ସିଧାମୂଳା ଗ୍ରାମରେ ଏକ ଦଶାହ କାର୍ଯ୍ୟ ନିମନ୍ତେ ଟେଣ୍ଡବାନ୍ଧୁ ଥିବା ବେଳେ ଘରର ଛାତ ଉପରୁ ଖସିପଡ଼ି ସୁଦାମ ରାଉତ(୨୫)ଙ୍କର ଅକାଳ ମୃତ୍ୟୁ ହୋଇଥିବା ଜଣାଯାଇଛି । ସୂଚନାୁସାରେ, ନୂଆସାହିର ସୁଦାମ ଗତ ୨ତାରିଖ ଅପରାହ୍ନରେ ଟେଣ୍ଟ ବାନ୍ଧିବା ପାଇଁ ଏକ ଘରର ଛାତ ଉପରେ ଚଢ଼ିଥିବା ବେଳେ ସେ ଖସିପଡ଼ି ଗୁରୁତର ଆହତ ହୋଇଥିଲେ । ଆଶୁ ଚିକିତ୍ସା ନିମନ୍ତେ ସଙ୍ଗେ ସଙ୍ଗେ ତାଙ୍କୁ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ଥୀ କରାଯାଇଥିଲା । ମାତ୍ର ସ୍ୱାସ୍ଥ୍ୟ ଅବସ୍ଥାରେ କୈାଣସି ଉନ୍ନତି ପରିଲକ୍ଷିତ ନହେବାରୁ ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାର ମୃତ୍ୟୁ ହୋଇଥିବା ଜଣାଯାଇଛି । ଏହି ଦୁଃଖଦ ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଶୋକ ପ୍ରକାଶପାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!