Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶବ ସତ୍କାର ପରେ ପଜିଟିଭ୍ ଘଟଣା, ବିଶୋଧନ ହେଲା ମାନପୁର

by Anil Panda
August 5, 2020
in Breaking, Lifestyle, Nayagarh
ଶବ ସତ୍କାର ପରେ ପଜିଟିଭ୍ ଘଟଣା, ବିଶୋଧନ ହେଲା ମାନପୁର
1.6k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଶରଣକୂଳ ଥାନା ପଂଚରିଡ଼ା ମାନପୁର ଗ୍ରାମକୁ ଆଜି ସକାଳୁ ଅଗ୍ନିଶମ ବାହିନୀ ଦ୍ୱାରା ବିଶୋଧନ କରାଯାଇଛି । ଗ୍ରାମରେ ଗତକାଲି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କର ଶବ ସତ୍କାର ପରେ ତାଙ୍କର ସ୍ୱାବ ରିର୍ପୋଟ ପଜିଟିଭ୍ ଆସିଥିଲା । ଯାହାକୁ ନେଇ ଗ୍ରାମରେ ଭୟ ଓ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଏହାକୁ ନେଇ ପ୍ରଶାସନିକ ଉଦାସିନତା ଦେଖା ଯାଇଥିଲା । ଗତକାଲି ଏନେଇ ଖବର ପ୍ରକାଶ ପାଇବା ପରେ ଆଜି ତତ୍ପରତା ପ୍ରକାଶ ପାଇଥିବା ବେଳେ ଅଗ୍ନିଶମ ବାହିନୀ ପକ୍ଷରୁ ପୂରା ଗ୍ରାମକୁ ବିଶୋଧନ କରାଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!