Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକ ତରଫା ପ୍ରେମ, ମହିଳାଙ୍କୁ ଛୁରୀ ଭୁଷି ହତ୍ୟା କଲେ ପ୍ରେମିକ

by ସଞ୍ଜୟ ସ୍ୱାଇଁ
February 29, 2024
in Crime, State
ଏକ ତରଫା ପ୍ରେମ, ମହିଳାଙ୍କୁ ଛୁରୀ ଭୁଷି ହତ୍ୟା କଲେ ପ୍ରେମିକ
263
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଏକତରଫା ପ୍ରେମରୁ ମହିଳାଙ୍କୁ ଛୁରୀ ଭୂଷି ହତ୍ୟା। କ୍ୟାପିଟାଲ ଥାନା ବାପୁଜିନଗର ଠାରେ ଘଟିଛି ଏଭଳି ଘଟଣା । ମୃତକ ଜଣଙ୍କ ହେଲେ ଗୀତାଞ୍ଜଳି ରଞ୍ଜିତ ଓରଫ ଦୀପିକା । ତାଙ୍କ ଘର ବାଲେଶ୍ଵର ଜଳେଶ୍ବର ରେ ବୋଲି ଜଣାପଡିଛି। ଶିଶୁଭବନ ଛକ ନିକଟରେ ସେ ଭଡାରେ ରହୁଥିଲେ । ମୃତକଙ୍କ ସ୍ୱାମୀ କୁଞ୍ଜବିହାରି ଦତ୍ତ ଏ ନେଇ ଗତକାଲି ରାତିରେ ଥାନାରେ ଅଭିଯୋଗ କରିଥିଲେ । କୁଞ୍ଜବିହାରି ଙ୍କର ବାପୁଜିନଗର ରେ ଏକ ମୋବାଇଲ ମରାମତି ଦୋକାନ ରହିଛି । ଗତକାଲି ସନ୍ଧ୍ୟା ୭ ଟା ରେ ସ୍ୱାମୀଙ୍କ ଦୋକାନ କୁ ଯାଇଥିଲେ। ଫେରିବା ବେଳେ ଜଣେ ଦୁର୍ବୁର୍ତ୍ତ ତାଙ୍କୁ ପିଛା କରି ଅଟକାଇଥିଲେ । କୌଣସି କଥାକୁ କେନ୍ଦ୍ର କରି ଦୁହିଁଙ୍କ ଭିତରେ ଯୁକ୍ତିତର୍କ ହୋଇଥିଲା। ଏହାପରେ ଅତର୍କିତ ଭାବେ ଯୁବକ ଜଣଙ୍କ ଛୁରାମାଡ଼ କରିଥିବା ଜଣାପଡ଼ିଛି । ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ବଡ଼ ମେଡ଼ିକାଲ ମହିଳା ଜଣଙ୍କୁ ନିଆଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି । ପ୍ରେମ ପାଇଁ ଏଭଳି ଚରମ ନିଷ୍ପତ୍ତି ନିଆଯାଇଥିବା ପୋଲିସ ଜାଣିବାକୁ ପାଇଛି । ସିସିଟିଭି ଆଧାର ରେ ପୋଲିସ ଅଭିଯୁକ୍ତକୁ ଧରିବା ପାଇଁ ଚେଷ୍ଟା ଚଳାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!