Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାର୍ଚ୍ଚ ୬ରୁ ନବମ ଶ୍ରେଣୀ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
February 29, 2024
in Education, State
ମାର୍ଚ୍ଚ ୬ରୁ ନବମ ଶ୍ରେଣୀ ପରୀକ୍ଷା
164
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଉଚ୍ଚବିଦ୍ୟାଳୟ ଓ ମଧ୍ୟମା ବିଦ୍ୟାଳୟର ନବମ ଶ୍ରେଣୀ ପରୀକ୍ଷା ଆସନ୍ତା ମାର୍ଚ୍ଚ ୬ ତାରିଖରୁ ଆରମ୍ଭ ହେବ। ଏହି ପରୀକ୍ଷା ୧୩ ତାରିଖ ଯାଏଁ ନିଜ ବିଦ୍ୟାଳୟରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଶ୍ନପତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ପରୀକ୍ଷା ଦିନ ବିଦ୍ୟାଳୟଗୁଡ଼ିକୁ ପ୍ରଦାନ କରାଯିବ। ବିଦ୍ୟାଳୟର ଆଇଡି ପାସୱାର୍ଡ ବ୍ୟବହାର କରି ସକାଳ ୭ରୁ ୧୧ଟା ଯାଏଁ ପ୍ରଶ୍ନପତ୍ର ଡାଉନଲୋଡ କରିପାରିବେ। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବ। ପରୀକ୍ଷା ସରିବା ପରେ ଜିଲ୍ଲା ଶିକ୍ଷାଧିକାରୀଙ୍କ ତତ୍ୱାବଧାନରେ ବିଦ୍ୟାଳୟରେ ଖାତାଦେଖା ହେବ। ନୂତନ ଶିକ୍ଷାବର୍ଷ ଆରମ୍ଭ ପୂର୍ବରୁ ଅର୍ଥାତ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!