Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ୬୦ ସ୍ଥାନୀୟ ସଂକ୍ରମିତ, ମୋଟ ୭୭୯

by Anil Panda
August 5, 2020
in Breaking, Nayagarh
ଜିଲ୍ଲାରୁ ଆଜି ୮ ଆକ୍ରାନ୍ତ, ଦଶପଲ୍ଲାରୁ ୫
1.6k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ମହାମାରୀ ଦ୍ୱାରା ଆଜି ରାଜ୍ୟରେ ୧୩୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ନୟାଗଡ଼ ଜିଲ୍ଲାରୁ ୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏହି ୬୦ ଆକ୍ରାନ୍ତଙ୍କ ମଧ୍ୟରେ ଜିଲ୍ଲାର ସବୁ ବ୍ଲକରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ସମସ୍ତେ ସ୍ଥାନୀୟ ସଂକ୍ରମିତ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଥିବା ବେଳେ ଏମାନଙ୍କ ମଧ୍ୟରେ ଭାପୁର ବ୍ଲକରୁ ୩ ଜଣ, ଦଶପଲ୍ଲାରୁ ୯ ଜଣ, ଗଣିଆରୁ ୫ ଜଣ, ଖଣ୍ଡପଡ଼ାରୁ ୪ ଜଣ, ନୟାଗଡ଼ରୁ ୧୭ ଜଣ, ନୂଆଗାଁରୁ ୪ ଜଣ, ଓଡ଼ଗାଁରୁ ୫ ଜଣ, ରଣପୁର ୧୦ ଜଣ ଏବଂ ପୈାରାଞ୍ଚଳରୁ ୩ ଜଣ ବୋଲି ସୂଚନା ଦିଆଯାଇଛି । ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୭୭୯ ହୋଇଥିବା ଜଣାଯାଇଛି । ଅନ୍ୟପକ୍ଷେ, ଜିଲ୍ଲାରୁ ଆଜି ୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!