Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ୨୫ ବାହ୍ୟ ଆକ୍ରାନ୍ତ

by Sanjay Swain
August 6, 2020
in Health, Nayagarh
ନୟାଗଡ଼ : ୮୨ ବର୍ଷିୟା ବୃଦ୍ଧାଙ୍କ କରୋନା ମୃତ୍ୟୁ
1.6k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ୨୫ଜଣଙ୍କ ମଧ୍ୟରୁ ଭାପୁର ବ୍ଲକ୍‌ରୁ ଗୋଟିଏ ଚିହ୍ନଟ ହୋଇଥିବା ବେଳେ ଦଶପଲ୍ଲା ବ୍ଲକ୍‌ରୁ ୯ଜଣ, ଖଣ୍ଡପଡ଼ା ବ୍ଲକ୍‌ରୁ ଜଣେ, ଓଡ଼ଗାଁ ବ୍ଲକ୍‌ରୁ ୬ଜଣ ଓ ରଣପୁର ବ୍ଲକ୍‌ରୁ ୮ଜଣ ଚିହ୍ନଟ ହୋଇଛନ୍ତି । ମୋଟ ୮ଗୋଟି ବ୍ଳକ୍‌ରୁ ଆଜି ୫ଗୋଟି ବ୍ଲକ୍‌ରୁ ୨୫ଜଣ ଚିହ୍ନଟ ହୋଇଥିବା ଜଣାପଡିଛି । ସେ ସମସ୍ତ ୨୫ଜଣ ବାହ୍ୟ ଆକ୍ରାନ୍ତ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!