Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଶୁଭ ରବିବାର, ବାପା-ମାଆ ଏବଂ ପୁଅର ସନ୍ଦେହଜନକ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
March 3, 2024
in Crime, State
ଅଶୁଭ ରବିବାର, ବାପା-ମାଆ ଏବଂ ପୁଅର ସନ୍ଦେହଜନକ ମୃତ୍ୟୁ
178
VIEWS
Share on FacebookShare on Twitter

ପଟ୍ଟାମୁଣ୍ଡାଇ, (ବାଘୁଆବାର୍ତ୍ତା): ଅଶୁଭ ରବିବାର । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ତାଳଚୁଆଁ ସାମୁଦ୍ରିକ ଥାନା ରାଜେନ୍ଦ୍ରନଗରରେ ଅଭାବନୀୟ ଘଟଣା । ଏକାଥରକେ ଗୋଟିଏ ପରିବାରର ତିନି ଜଣଙ୍କର ମୃତ୍ୟୁ ହୋଇଛି । ତେବେ ମୃତ୍ୟୁ ନେଇ ସଠିକ୍‌ ତଥ୍ୟ ଜଣାପଡିନାହିଁ । ହେଲେ ସମସ୍ତେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ରବିବାର ଦିନ ସକାଳ ସମୟରେ ରାଜେନ୍ଦ୍ରନଗରର ଥିବା ଏକ ଘର ବାହାରୁ ବାପାଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଥିଲା । ଏହାପରେ ଘର ଭିତରକୁ ଦେଖିବା ବେଳକୁ ୨୫ ବର୍ଷୀୟ ପୁଅ ଏବଂ ମାଆଙ୍କ ମୃତଦେହ ପଡିଛି । ତେବେ ମୃତ୍ୟୁ ସଠିକ୍‌ କାରଣ ଏବେ ଯାଏଁ ଜଣାପଡିନାହିଁ । ହେଲେ ସମସ୍ତ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ସେପଟେ ଏହି ଅଘଟଣ ସଂପର୍କରେ ଖବର ପାଇ ତାଳଚୁଆଁ ସାମୁଦ୍ରିକ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସମସ୍ତ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏହାସହିତ ଘଟଣାର ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ମଧ୍ୟ ନେଇଛି ପୋଲିସ । ଶବ ବ୍ୟବଚ୍ଛେଦ ରିପୋର୍ଟ ଏବଂ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ପରେ ହିଁ ମୃତ୍ୟୁ ସଠିକ୍‌ କାରଣ ଜଣାପଡିବ ବୋଲି ଆଶା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!