Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ ସୁନାଖଳା ପଂଚାୟତ ୪ ଦିନ ସଟ୍‌ଡାଉନ୍‌

by Anil Panda
August 7, 2020
in Feature News, Nayagarh
ରାଜ ସୁନାଖଳା ପଂଚାୟତ ୪ ଦିନ ସଟ୍‌ଡାଉନ୍‌
1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜ ସୁନାଖଳାର ବିଭିନ୍ନ ଅଂଚଳରୁ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଂଚ ସଶ୍ମିତା ସାହୁ ଏହାକୁ ୪ ଦିନ ପାଇଁ ସଟ୍‌ଡାଉନ୍ ଘୋଷଣା କରିଥିବା ଜଣାଯାଇଛି । ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି ରାଜ ସୁନାଖଳା ପଂଚାୟତ ଏବଂ ବଜାରକୁ ସଂମ୍ପର୍ଣ୍ଣ ବନ୍ଦ ଘୋଷଣା କରାଯାଇଛି । ଆସନ୍ତାକାଲି ଅର୍ଥାତ ୮ ତାରିଖ ସକାଳ ୬ ଘଟିକାଠାରୁ ୧୧ ତାରିଖ ରାତି ୯ ଘଟିକା ପର୍ଯ୍ୟନ୍ତ ସଟ୍‌ଡାଉନ୍ କରାଯାଇଥିବା ଜଣାଯାଇଛି । ଏନେଇ ସରପଂଚ ବ୍ଲକ ଏବଂ ଜିଲ୍ଲା ପ୍ରଶାସନକୁ ଅବଗତ କରିଥିବା ଜଣାଯାଇଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!