Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୧୫ରୁ ମାଟ୍ରିକ ଖାତା ଦେଖା

by ସଞ୍ଜୟ ସ୍ୱାଇଁ
March 5, 2024
in Education, State
ଜୁଲାଇ ୩ ରେ ମାଟ୍ରିକ ସପ୍ଲିମେଣ୍ଟାରୀ, ଜାଣନ୍ତୁ କେବେଠୁ କରିବେ ଆବେଦନ
126
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ସରିଲା ମାଟ୍ରିକ ପରୀକ୍ଷା । ଆସନ୍ତା ୧୫ ତାରିଖରୁ ଖାତା ଦେଖା । ରାଜ୍ୟର ୩୧୩ଟି ନୋଡାଲ୍ ସେଣ୍ଟରରୁ ଉତ୍ତର ଖାତା ସଂଗ୍ରହ ପାଇଁ ବୋର୍ଡ ଗଠନ କରିଥିବା ଟିମ୍ ପଠାଯାଇଛି । ଆସନ୍ତା ୬ ତାରିଖ ସୁଦ୍ଧା ରାଜ୍ୟର ସମସ୍ତ ନୋଡାଲ ସେଣ୍ଟରରୁ ଖାତା ବୋର୍ଡ କାର୍ଯ୍ୟାଳୟରେ ପହଞ୍ଚିଯିବ । ୧୫ ତାରିଖରୁ ଉତ୍ତର ଖାତା ଦେଖା ଯିବାକୁ ଥିବା ବେଳେ ଉତ୍ତରଖାତାଗୁଡିକୁ ଆସନ୍ତା ୧୩ ତାରିଖ ସୁଦ୍ଧା ୫୪ଟି ମୂଲ୍ୟାୟନ କେନ୍ଦ୍ରରେ ପହଞ୍ଚାଇ ଦିଆଯିବ । ଖାତା ଦେଖା ଆରମ୍ଭ ହେବାର ୧୫ ଦିନ ଭିତରେ ମୂଲ୍ୟାୟନ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ସୂଚନାଯୋଗ୍ୟ ଯେ, ଚଳିତବର୍ଷ ୨ ହଜାର ୯୯୧ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି ୭ ହଜାର ୮୩୧ ପରୀକ୍ଷାର୍ଥୀ ରାଜ୍ୟ ଓପନ ସ୍କୁଲ ସାର୍ଟିଫିକେଟ ଓ ୩ ହଜାର ୩୭ ପରୀକ୍ଷାର୍ଥୀ ମଧ୍ୟମା ପରୀକ୍ଷା ଦେଇଛନ୍ତି । ପରୀକ୍ଷାକୁ କପିମୁକ୍ତ କରିବା ପାଇଁ ଏଥର AI ମାଧ୍ୟମରେ ତଦାରଖ କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!