Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁଆ ଆଡ୍ଡାରେ ପୋଲିସର ବଡ଼ଧରଣର ଚଢାଉ, ୧୫ ଗିରଫ

by ସଞ୍ଜୟ ସ୍ୱାଇଁ
March 5, 2024
in Crime, State
ରାଜଧାନୀରେ ପୁଣି ଜଣେ ବିବିଏ ଛାତ୍ରଙ୍କ ଆତ୍ମହତ୍ୟା
53
VIEWS
Share on FacebookShare on Twitter

ଝାରସୁଗୁଡ଼ା, (ବାଘୁଆବାର୍ତ୍ତା): ଆକ୍ସନରେ ଝାରସୁଗୁଡ଼ା ପୋଲିସ । ବଡ଼ଧରଣର ଜୁଆ ଆଡ୍ଡାରେ ଉପରେ ଟାଉନା ଥାନା ପୋଲିସର ଚଢାଉ । ଏହି ଚଢାଉରେ ୧୫ ଜଣଙ୍କୁ ଗିରଫ କରିଛି ପୋଲିସ । ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ପୁରୁଣାବସ୍ତିରେ ଜୁଆ ଆଡ୍ଡା ଚାଲିଥିଲା । ଏନେଇ ପୋଲିସକୁ ସୂଚନା ମିଳିବା ପରେ ତୁରନ୍ତ ଚଢାଉ କରିଥିଲା ଟାଉନ୍‌ ଥାନା ପୋଲିସ । ଆଉ ଏହି ଚଢାଉରେ ୪ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି । ଏହାସହ ୧୫ ଜଣଙ୍କୁ ଗିରଫ କରିଛି । ସେହିପରି ୧୫ରୁ ଅଧିକ ବାଇକ ଏବଂ ୫ରୁ ଅଧିକ କାର୍‌ ବି ଜବତ ହୋଇଛି । ହେଲେ ସବୁ ଗାଡି ମାଲିକ ଘଟଣାସ୍ଥଳରୁ ଫେରାର ହେବାରେ ସକ୍ଷମ ହୋଇଛନ୍ତି । ଗିରଫ ହୋଇଥିବା ସମସ୍ତ ଜୁଆଡ୍ଡିଙ୍କୁ ଜେରା କରୁଛି ଟାଉନ୍‌ ଥାନା ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!