Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲାଞ୍ଚ ମାମଲାରେ ଅବସରପ୍ରାପ୍ତ ଏସଆଇଙ୍କୁ ୫ ବର୍ଷ ଜେଲ୍ ଦଣ୍ଡାଦେଶ

by ସଞ୍ଜୟ ସ୍ୱାଇଁ
March 5, 2024
in Crime, State
ଲାଞ୍ଚ ମାମଲାରେ ଅବସରପ୍ରାପ୍ତ ଏସଆଇଙ୍କୁ ୫ ବର୍ଷ ଜେଲ୍ ଦଣ୍ଡାଦେଶ
48
VIEWS
Share on FacebookShare on Twitter

ଭୁବନେଶ୍ବର/ବାରିପଦା, (ବାଘୁଆବାର୍ତ୍ତା): ୨୦୧୬ର ଏକ ଲାଞ୍ଚ ମାମଲାରେ ମୟୂରଭଞ୍ଜ ଜିଲ୍ଲା ତିରିଂ ଥାନାର ତତ୍‌କାଳୀନ ଏସଆଇ ଶରତ ଚନ୍ଦ୍ର ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ବାରିପଦା ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଅବସରପ୍ରାପ୍ତ ଏସଆଇଙ୍କୁ ଦୋଷୀ ସାବ୍ୟସ୍ତ କରି ୫ ବର୍ଷ ସଶ୍ରମ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଏଥିସହ ୫ ହଜାର ଟଙ୍କା ଜୋରିମାନା ଦେବାକୁ ମଧ୍ୟ ବାରିପଦା ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଜୋରିମାନା ଅନାଦେୟ ଆଉ ୫ ମାସ ଅତିରିକ୍ତ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିବ । ତିରିଂ ଥାନା ଗଳୟକଟା ଗାଁ ଯୁବକଙ୍କଠାରୁ ଲାଞ୍ଚ ନେଇ ଧରାପଡ଼ିଥିଲେ ତତ୍‌କାଳୀନ ଏସଆଇ ଶରତ ଚନ୍ଦ୍ର ରାୟ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!