Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜୁ ଜନତା ଦଳର ସପ୍ତାହ ବ୍ୟାପି ରକ୍ତଦାନ ଶିବିର

by ସଞ୍ଜୟ ସ୍ୱାଇଁ
August 8, 2020
in Nayagarh, Politics
ବିଜୁ ଜନତା ଦଳର ସପ୍ତାହ ବ୍ୟାପି ରକ୍ତଦାନ ଶିବିର
283
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବିଜୁ ଜନତା ଦଳ ପକ୍ଷରୁ ଆସନ୍ତା ସପ୍ତାହ ବ୍ୟାପି ରକ୍ତଦାନ ଶିବିର ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ଅଗଷ୍ଟ ୯ କ୍ରାନ୍ତି ଦିବସଠାରୁ ଅଗଷ୍ଟ ୧୫ ସ୍ୱାଧିନତା ଦିବସ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଜଣାଯାଇଛି । ଏହି ଅବସରରେ ୯ ତାରିଖ ରବିବାର ନୟାଗଡ଼ ପୈାରାଞ୍ଚଳ ଅଂଚଳର ଜନସାଧାରଣଙ୍କୁ ନେଇ ନୟାଗଡ଼ ବିଜେଡି ଦଳୀୟ କାର୍ଯ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହେବାକୁ ଥିବା ବେଳେ ୧୦ ତାରିଖ ଓଡ଼ଗାଁ ଏନ୍‌ଏସି ଏବଂ ୧ନଂ ଜୋନ୍ ଅଂଚଳରୁ ରକ୍ତଦାନ ଶିବିର ସରକାରୀ ବିଦ୍ୟାଳୟ ଓଡ଼ଗାଁରେ ରକ୍ତଦାନ ଶିବିର ଅନୁଷ୍ଠିତ ହେବ । ସେହିଡ଼ଳି ଭାବେ ୧୧ ତାରିଖ ବାଲୁଗାଁ ଜୋନ୍‌, ୧୨ ତାରିଖ ଭାଟସାହି ଜୋନ୍‌, ୧୩ ତାରିଖ ଲାଠିପଡ଼ା ଜୋନ୍ ପକ୍ଷରୁ ନୟାଗଡ଼ ଦଳୀୟ କାର୍ଯ୍ୟାଳୟରେ ରକ୍ତଦାନ କରାଯିବାର ବ୍ୟବସ୍ଥା କରାଯାଇଛି । ୧୪ ତାରିଖ ଓଡ଼ଗାଁ ୨ନଂ ଜୋନ୍ ପକ୍ଷରୁ ଓଡ଼ଗାଁ ପ୍ରାଥମିକ ବିଦ୍ୟାଳୟରେ ରକ୍ତଦାନ ହେବାକୁ ଥିବା ବେଳେ ୧୫ ତାରିଖ ଇଟାମାଟି ଜୋନ୍ ପକ୍ଷରୁ ନୟାଗଡ଼ ଦଳୀୟ କାର୍ଯ୍ୟାଳୟରେ ରକ୍ତଦାନ କରାଯିବ ବୋଲି ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!