Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମରାମତି ଆଳରେ ଥଣ୍ଡାପାନୀୟ ଜଳ ପ୍ରକଳ୍ପ ଉଭାନ

by Anil Panda
August 8, 2020
in Feature News, Nayagarh
ମରାମତି ଆଳରେ ଥଣ୍ଡାପାନୀୟ ଜଳ ପ୍ରକଳ୍ପ ଉଭାନ
341
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଅବସ୍ଥିତ ଥଣ୍ଡାପାନୀୟ ଜଳ ପ୍ରକଳ୍ପଟିକୁ ମରାମତି ଆଳରେ ଉଭାନ କରି ଦେବା ଭଳି ଘଟଣା ସାମନାକୁ ଆସିଛି । ଫଳରେ ସମୟ, ଅସମୟରେ ସ୍ୱଚ୍ଛ ପାନୀୟ ଜଳ ମୁନ୍ଦେ ସଂଗ୍ରହ ନିମନ୍ତେ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ଶହଶହ ରୋଗୀଙ୍କ ସଂପର୍କୀୟମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଥିବା ଜଣାପଡିଛି । ପ୍ରକାଶଥାଉକି ୧ବର୍ଷ ତଳୁ ଉକ୍ତ ପାନୀୟ ଜଳ ପ୍ରକଳ୍ପଟି ଅଚଳ ହୋଇ ପଡିଥିଲା । ସ୍ୱାସ୍ଥ୍ୟକେନ୍ଦ୍ର କର୍ତୃପକ୍ଷ ମରାମତି କରିବା ଆଳରେ ଥଣ୍ଡାପାନୀୟ ଜଳ ମେସିନଟିକୁ ସେଠାରୁ ଅନ୍ୟତ୍ର ସ୍ଥାନାନ୍ତର କରି ନେଇଥିବା ବେଳେ ଏବେ ସ୍ୱାସ୍ଥ୍ୟକେନ୍ଦ୍ରର ଗୋଟିଏ ପ୍ରକୋଷ୍ଠରେ ଉକ୍ତ ମେସିନଟି ପଡି ରହି ଖତ ଖାଉଥିବା ଜଣାଯାଇଛି । ଏଥିପ୍ରତି କର୍ତୃପକ୍ଷ ନିଘା ନଥିବା ପରି ମନେହେଉଛି । ପ୍ରକାଶଥାଉକି କୋଭିଡ-୧୯ ପରିପ୍ରେକ୍ଷୀରେ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଶେଷ ହୋଇଥିବା ବେଳେ ଉକ୍ତ ଥଣ୍ଡାପାନୀୟ ଜଳ ପ୍ରକଳ୍ପଟି ପ୍ରତି କେହି ଦୃଷ୍ଟି ନଦେବା ପରିତାପର ବିଷୟ । ସର୍ବସାଧାରଣଙ୍କ ହିତ ଦୃଷ୍ଟିରୁ ସ୍ୱାସ୍ଥ୍ୟ ବିଭାଗ ଉଚ୍ଚକର୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ଥଣ୍ଡା ପାନୀୟ ଜଳ ପ୍ରକଳ୍ପଟିକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଦାବିହେଉଛି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!