Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶୋଧନ ପାଇଁ କୋର୍ଟ ସଟ୍‌ଡାଉନ୍ !

by ସଞ୍ଜୟ ସ୍ୱାଇଁ
August 8, 2020
in Breaking, Nayagarh
ବିଶୋଧନ ପାଇଁ କୋର୍ଟ ସଟ୍‌ଡାଉନ୍ !
1.2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ କୋର୍ଟକୁ ସଟ୍‌ଡାଉନ୍ ଘୋଷଣା କରାଯାଇଛି । ଆଜି ଅର୍ଥାତ ୮ ତାରିଖ ସକାଳ ୯ ଘଟିକାରୁ ୧୦ ତାରିଖ ସକାଳ ୯ ଘଟିକା ପର୍ଯ୍ୟନ୍ତ କୋର୍ଟକୁ ସଟ୍‌ଡାଉନ୍ ଘୋଷଣା କରାଯାଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଥିବା ବେଳେ ଏହାର ସଠିକ କାରଣ ଜଣା ପଡ଼ି ନାହିଁ । କାହିଁକି କୋର୍ଟକୁ ବିଶୋଧନ କରିବାର ଆବଶ୍ୟକତା ପଡ଼ିଲା, ସେ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି । ଅନ୍ୟପକ୍ଷେ, ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଦୁଇ ପ୍ରକାରର ସୂଚନା ଦିଆଯାଇଛି । ପ୍ରଥମେ ଗୋଟିଏ ପ୍ରକାର ସୂଚନା ଦିଆଯାଇଥିବା ବେଳେ ପରମୂହୂର୍ତ୍ତରେ ଏହାକୁ ପରିବର୍ତ୍ତନ କରାଯାଇଛି । ଯଦି କୋର୍ଟ କର୍ମଚାରୀ କେହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ତେବେ ଏ ନେଇ ସ୍ପଷ୍ଟ କରାଯିବା ସହ ସଂସ୍ପର୍ଶରେ ଆସିଥିବା ଅନ୍ୟ କର୍ମଚାରୀମାନେ ଗୃହ ସଂଗରୋଧରେ ରହିବାର ଆବଶ୍ୟକତା ରହିଛି ବୋଲି ମତ ପ୍ରକାଶ ପାଇଛି ।

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026
ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

April 18, 2026
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!