Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ୟାଡମିଣ୍ଟନରେ ଓଡ଼ିଆ ଝିଅଙ୍କ ସଫଳତା

by ସଞ୍ଜୟ ସ୍ୱାଇଁ
March 12, 2024
in Sports, State
ବ୍ୟାଡମିଣ୍ଟନରେ ଓଡ଼ିଆ ଝିଅଙ୍କ ସଫଳତା
71
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବ୍ୟାଡମିଣ୍ଟନରେ ଓଡ଼ିଆ ଝିଅଙ୍କ ସଫଳତା । ଚଳିତବର୍ଷର ଅଲ ଇଂଲଣ୍ଡ ଓପନ ବ୍ୟାଡମିଣ୍ଟନ ଚାମ୍ପିଅନସିପ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି ଦୁଇ ଓଡ଼ିଆ ଖେଳାଳି । ଦୁଇ ଭଉଣୀ ଋୁତୁପର୍ଣ୍ଣା ପଣ୍ଡା ଓ ଶ୍ୱେତପର୍ଣ୍ଣା ପଣ୍ଡା ଏହି ସଫଳତା ହାସଲ କରିଛନ୍ତି । ଅଲ ଇଂଲଣ୍ଡ ଓପନ ବ୍ୟାଡମିଣ୍ଟନ ଚାମ୍ପିଅନସିପ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ଏ ଦୁହେଁ ପ୍ରଥମ ଓଡ଼ିଆ । ଏହି ପ୍ରତିଯୋଗିତା ବ୍ୟାଡମିଣ୍ଟନ କ୍ଷେତ୍ରରେ ବେଶ୍ ପ୍ରସିଦ୍ଧ । ଏଥିରେ ବିଶ୍ୱର ସବୁଠୁ ବଡ଼ ବଡ଼ ଖେଳାଳିମାନେ ସାମିଲ ହୋଇଥାନ୍ତି । ଆଉ ଏପରି ପ୍ରତିଯୋଗିତାରେ ଖେଳିବାକୁ ଦୁଇ ଓଡ଼ିଆ ଝିଅ ଯୋଗ୍ୟତା ହାସଲ କରିବା ବଡ଼ କଥା । ଆଜି ଠାରୁ ୧୭ ମାର୍ଚ୍ଚ ଯାଏଁ ଏହି ପ୍ରତିଯୋଗିତା ଖେଳାଯିବ । ଇଂଲଣ୍ଡର ବର୍ମିଂହମ୍ ଠାରେ ଏହି ଟୁର୍ଣ୍ଣାମେଣ୍ଟ ଖେଳାଯାଉଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!