ନୟାଗଡ଼,(ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ହଜାରେ ଟପିଥିବା ବେଳେ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଜିଲ୍ଲାରୁ ଆଜି ୩୩ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏହି ସଂଖ୍ୟାକୁ ମିଶାଇ ଜିଲ୍ଲାରେ ମୋଟ ସୁସ୍ଥଙ୍କ ସଂଖ୍ୟା ୬ ଶହରୁ ଉର୍ଦ୍ଧ୍ୱ ହୋଇଥିବା ଜଣାଯାଇଛି ।






