Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼: କରୋନାରେ ୩ ମୃତ

by Sanjay Swain
August 10, 2020
in Health, Nayagarh
ଜିଲ୍ଲାରୁ ଆଜି ୮ ଆକ୍ରାନ୍ତ, ଦଶପଲ୍ଲାରୁ ୫
1.4k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟରେ କରୋନା ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏଥିସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ ଆଜି ୧୪ଜଣ ମୃତ୍ୟୁବରଣ କରିଥିବା ସୂଚନା ଦେଇଛନ୍ତି । ସେଥିମଧ୍ୟରୁ ନୟାଗଡ଼ରୁ ୩ଜଣ ମୃତ୍ୟୁବରଣ କରିଛନ୍ତି । ସୂଚନାଅନୁସାରେ ନୟାଗଡ଼ ଜିଲ୍ଲାର ୩୦ବର୍ଷ ବୟସ୍କ ପୁରୁଷ ଯିଏକି କ୍ରିନିକ୍ କିଡନୀ ରୋଗରେ ପୀଡିତ ଥିଲେ । ଦ୍ୱିତୀୟ ବ୍ୟକ୍ତିଜଣକ ୩୪ବର୍ଷ ବୟସ୍କ ପୁରୁଷ ବ୍ୟକ୍ତି, ତୃତୀୟ ଜଣକ ବୟସ ୭୮ବର୍ଷ ପୁରୁଷ ବୋଲି ସୂଚନା ମିଳିଛି । ରାଜ୍ୟ ସରକାର ଆଜି ଏହି ୩ଜଣଙ୍କର ମୃତ୍ୟୁ ସମ୍ବନ୍ଧରେ ସୂଚନା ଦେଇଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!