Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ସହରରୁ ୧ହଜାର ଆଣ୍ଟିଜେନ୍ ଟେଷ୍ଟ ହେବ

by Sanjay Swain
August 10, 2020
in Health, Nayagarh
୧୦୬ରେ ଓଡ଼ଗାଁରୁ ସର୍ବାଧିକ ୨୭
1k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କରୋନା ସଂଖ୍ୟା ନୟାଗଡ଼ ଜିଲ୍ଲାରେ ଦିନକୁ ଦିନ ବୃଦ୍ଧିପାଉଥିବାରୁ ପ୍ରଶାସନ ପକ୍ଷରୁ ପରୀକ୍ଷା ସଂଖ୍ୟାକୁ ବୃଦ୍ଧି କରାଯାଇଛି । ଏହି ଉପଲକ୍ଷେ ନୟାଗଡ଼ ମୁନିସିପାଲିଟିର ଜନସାଧାରଣମାନଙ୍କୁ ନେଇ ଆସନ୍ତାକାଲି ଈଶ୍ୱର କଲ୍ୟାଣ ମଣ୍ଡପଠାରେ ୧ହଜାର ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କରାଯିବ ବୋଲି ଜଣାପଡିଛି । ମୁଖ୍ୟତଃ ଯେଉଁମାନଙ୍କର ଥଣ୍ଡା, କାଶ, ଜ୍ୱର ଲକ୍ଷଣ ଦେଖାଯାଉଥିବ ଏତଦ୍‌ବ୍ୟତୀତ ସାଧାରଣ ଜନତା ମଧ୍ୟ ନିଜପକ୍ଷରୁ ଏହି ଆଣ୍ଟିଜେନ୍ ପରୀକ୍ଷାରେ ସାମିଲ ହୋଇପାରିବେ । ଆସନ୍ତାକାଲି ସକାଳ ୯ଘଟିକା ସମୟରେ ପୌରପରିଷଦର କର୍ମଚାରୀ ଓ ନୟାଗଡ଼ ମୁଖ୍ୟ ଡାକ୍ତରଖାନାର କର୍ମଚାରୀମାନଙ୍କ ସାହାଯ୍ୟ ସହଯୋଗରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏଥିରେ ସାମିଲ ହେବାପାଇଁ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା ସମସ୍ତଙ୍କୁ ନିବେଦନ କରିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!