Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦେଶୀ ନାଗରିକଙ୍କ ଠାରୁ ଲୁଟ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
March 14, 2024
in Crime, State
ବିଦେଶୀ ନାଗରିକଙ୍କ ଠାରୁ ଲୁଟ, ଜଣେ ଗିରଫ
129
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀରେ ନେଦରଲାଣ୍ଡରୁ ଆସିଥିବା ୭୧ ବର୍ଷୀୟ ଅନ୍ଥୋନି ଭାନ୍ ଅର୍କେଲ୍ ନାମକ ଜଣେ ପର୍ଯ୍ୟଟକଙ୍କ ଠାରୁ ଜଣେ କାର ଡ଼୍ରାଇଭର ୩ଲକ୍ଷ ୫୦ହଜାର ଟଙ୍କା, ୪୨୦୦ ୟୁରୋ ମୁଦ୍ରା, ଦାମୀ ଘଣ୍ଟା, କ୍ୟାନନ୍ କ୍ୟାମେରା, ହୀରା ମୁଦି ଓ ଅନ୍ୟାନ୍ୟ ଆସବାବପତ୍ର ଗତ ୧୦ତାରିଖରେ କଟକ ଜିଲ୍ଲା କାନପୁର ଥାନା କନରପୂର୍ ଗ୍ରାମର ସାଗର କୁମାର ମଲ୍ଲିକ ଲୁଟି ନେଇ ଫେରାର ହୋଇ ଯାଇଥିଲା।

ପୁରୀ ଟାଉନ ଥାନାରେ ଏତଲା ପରେ ଇନ୍ସପେକ୍ଟର ସୁନିଲ କୁମାର ପ୍ରଧାନଙ୍କ ନେତୃତ୍ୱରେ ଅଭିଯୁକ୍ତକୁ ଗିରଫ ସହ ବ୍ୟବହୃତ କାର ଜବତ କରାଯାଇ କୋର୍ଟ ଚାଲାଣ କରାଯାଇଛି।

 

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!