Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ କଂଗ୍ରେସର ନିର୍ବାଚନୀ ଇସ୍ତାହାର

by ସଞ୍ଜୟ ସ୍ୱାଇଁ
March 15, 2024
in Politics, State
ରାଜ୍ୟ କଂଗ୍ରେସର ନିର୍ବାଚନୀ ଇସ୍ତାହାର
136
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଶାରେ ତେଲେଙ୍ଗାନା ଫର୍ମୁଲା ଆପଣାଇଲା କଂଗ୍ରେସ। ରାଜ୍ୟ କଂଗ୍ରେସ ଆଜି ଘୋଷଣା କରିଛି ନିଜ ନିର୍ବାଚନ ଇସ୍ତାହାର। ବିଜେପି ‘ମୋଦି ଗ୍ୟାରେଣ୍ଟି’ ଦେଇଥିବା ବେଳେ କଂଗ୍ରେସ ଏହାକୁ ଚେକ ଦେବାକୁ ଚେଷ୍ଟା କରିଛି। ସେଥିପାଇଁ ୯ଟି ଗ୍ୟାରେଣ୍ଟି ଲଞ୍ଚ କରିଛି। ଫୋକସରେ ରହିଛି ମହିଳା, କୃଷକ, ଯୁବକ ଯୁବତୀ, SHG। ଗୃହଲକ୍ଷ୍ମୀ ଯୋଜନାରେ ପ୍ରତି ଘର ମୁଖ୍ୟ ମହିଳାଙ୍କୁ ୨ ହାଜର ଟଙ୍କା ଭତ୍ତା, ବାର୍ଦ୍ଧକ୍ୟ, ବିଧବା, ଦିବ୍ୟାଙ୍ଗଙ୍କୁ ୨ ହଜାର ଟଙ୍କା ମାସିକ ଭତ୍ତା, ବେକାରୀଙ୍କୁ ୩ ହଜାର ଏବଂ କୃଷକଙ୍କ ପାଇଁ ମାସିକ ପେନସନ୍ ୨ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ଦେଇଛି କଂଗ୍ରେସ। ସରକାରୀ କର୍ମଚାରୀଙ୍କ ସମେତ ସମସ୍ତଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଯାଏଁ ମାଗଣା ଚିକିତ୍ସା ବ୍ୟବସ୍ଥା କରାଇବାକୁ ନିଜ ଗ୍ୟାରେଣ୍ଟି ପତ୍ରରେ ଉଲ୍ଲେଖ କରିଛି କଂଗ୍ରେସ। ଖାଲି ସେତିକି ନୁହେଁ, ଚିଟଫଣ୍ଡ କ୍ଷତିଗସ୍ତଙ୍କୁ ୬ ମାସରେ ଟଙ୍କା ଫେରାଇବାକୁ ପ୍ରତିଶ୍ରୁତି ଦେଇଛି କଂଗ୍ରେସ। ଏହି ଅବସରରେ ବିଜେଡି ଓ ବିଜେପିକୁ କଡ଼ା ଭାଷାରେ ସମାଲୋଚନା କରିଛି କଂଗ୍ରେସ। ଓଡ଼ିଶାକୁ ଗରିବରୁ ଅଧିକ ଗରିବ କରିବାରେ ବିଜେଡି ଓ ବିଜେପି ସରକାର ଦାୟୀ ବୋଲି ଅଭିଯୋଗ କରିଛି ଦଳ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!