Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୨ ନୂଆ ଆକ୍ରାନ୍ତ, ମୋଟ ୧୦୪୩

by Anil Panda
August 10, 2020
in Nayagarh
୪0 ସ୍ଥାନୀୟ ସଂକ୍ରମିତ, ମୋଟ ୯୦୫
597
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଜିଲ୍ଲାରୁ ଆଜି ଚିହ୍ନଟ ହୋଇଥିବା ସମସ୍ତ ୩୨ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଥିବା ବେଳେ ଏମାନଙ୍କ ମଧ୍ୟରେ ଭାପୁର ବ୍ଲକରୁ ଜଣେ, ଗଣିଆ ବ୍ଲକରୁ ୨ ଜଣ, ଖଣ୍ଡପଡ଼ା ବ୍ଲକରୁ ୨ ଜଣ, ନୟାଗଡ଼ ଜଣେ, ନୂଆଗାଁ ବ୍ଲକରୁ ୩ ଜଣ, ଓଡ଼ଗାଁ ବ୍ଲକରୁ ୫ ଜଣ, ରଣପୁର ବ୍ଲକରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ କରୋନା ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏଥିସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ ଆଜି ୧୪ ଜଣ ମୃତ୍ୟୁବରଣ କରିଥିବା ଜଣାଯାଇଛି । ସେଥିମଧ୍ୟରୁ ନୟାଗଡ଼ରୁ ୩ଜଣ ମୃତ୍ୟୁବରଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!