Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସସିବି ନିର୍ମାଣାଧିନ କୋଠାରେ ଯୁବକଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
March 16, 2024
in Crime, State
ଏସସିବି ନିର୍ମାଣାଧିନ କୋଠାରେ ଯୁବକଙ୍କ ଆତ୍ମହତ୍ୟା
79
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକ ଏସସିବି ଏମ୍ସ ପ୍ଲସ ନିର୍ମାଣସ୍ଥଳରେ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ । ନିର୍ମାଣାଧିନ କୋଠାରେ ଦଉଡ଼ି ଦେଇ ଶ୍ରିମକ ଜଣକ ଆତ୍ମହତ୍ୟା କରିଥିବା ସୂଚନା । ଝୁଲନ୍ତା ଅବସ୍ଥାରେ ମୃତଦେହକୁ ଉଦ୍ଧାର କରିଛି ପୋଲିସ । ମୃତକ ଢେଙ୍କାନାଳ ଅଂଚଳର କ୍ଷୀରୋଦ ଚନ୍ଦ୍ର ମହାନ୍ତି ହୋଇଥିବା ବେଳେ ଏଠାରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । କେଉଁ କାରଣରୁ ସେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ । ତେବେ ସଠିକ ତଦନ୍ତ ଦାବି କରିବା ସହ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା । ମଙ୍ଗଳାବାଗ ଥାନା ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!